ନିଟ୍‌ ୟୁଜି ପ୍ରବେଶିକା: ରାଜ୍ୟରେ ୨୭ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର,୧୦ା୪(ବ୍ୟୁରୋ): ଜାତୀୟ ପରୀକ୍ଷା ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ନିଟ୍‌ ୟୁଜି ପ୍ରବେଶିକା ଆସନ୍ତା ମେ’ ୭ରେ ଅନୁଷ୍ଠିତ ହେବ। ଇତିମଧ୍ୟରେ ଆବେଦନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ରାଜ୍ୟର ୨୭ଟି ସ୍ଥାନରେ ପରୀକ୍ଷା କେନ୍ଦ୍ର କରାଯାଇଛି। ଅନୁଗୋଳ, ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର, ବଲାଙ୍ଗୀର, ଭବାନିପାଟଣା, କେନ୍ଦୁଝର, ଜୟପୁର, ମାଲକାନଗିରି, ପାରଳାଖେମୁଣ୍ଡି, ଫୁଲବାଣୀ, ରାୟଗଡ଼ା, ପୁରୀ, ବରଗଡ଼, ବାରିପଦା, ଭଦ୍ରକ, ଢ଼େଙ୍କାନାଳ, ଜଗତ୍‌ସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର, ନୂଆପଡ଼ା ଓ ରାଇରଙ୍ଗପୁର ଆଦି ସ୍ଥାନରେ ପରୀକ୍ଷା କେନ୍ଦ୍ର ହେବା ନେଇ ନିଷ୍ପତ୍ତି ହୋଇଛି। ଗତବର୍ଷ ୧୬ଟି ପରୀକ୍ଷା କେନ୍ଦ୍ରରେ ନିଟ୍‌ ହୋଇଥିବାବେଳେ ଚଳିତବର୍ଷ ଆଉ ୧୧ଟି କେନ୍ଦ୍ର କରାଯାଇଛି। ତେବେ ନିର୍ଦ୍ଧାରିତ ପରୀକ୍ଷା ସୂଚୀର ସପ୍ତାହକ ପୂର୍ବରୁ www.neet.nta.ac.in ଓ୍ବେବ୍‌ସାଇଟରେ ପ୍ରବେଶପତ୍ର ଉପଲବ୍ଧ ହେବ ବୋଲି ଏନ୍‌ଟିଏ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?