Advertisement

ଭାବପ୍ରବଣ ହେଲେ ନୀତୁ

ଭେଟେରାନ ଅଭିନେତା ଋଷି କପୁର ହୁଏତ ଏହି ଦୁନିଆରେ ନାହାନ୍ତି, କିନ୍ତୁ ସେ ଆଜିବି ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ହୃଦୟରେ ଜୀବିତ ଅଛନ୍ତି। ଆଜି ଅଭିନେତ୍ରୀ ନୀତୁ କପୁର ୪୩ତମ ବିବାହ ବାର୍ଷିକୀରେ ସ୍ବାମୀ ଋଷିଙ୍କୁ ସ୍ମରଣ କରିଛନ୍ତି। ଏହି ବିଶେଷ ଅବସରରେ ସେ ଏକ ପୁରୁଣା ଫଟୋ ପୋଷ୍ଟ କରିଛନ୍ତି। ଫଟୋରେ ନୀତୁଙ୍କ ପୁରା ପରିବାର ନଜର ଆସିଛନ୍ତି। ଫଟୋ ଶେୟାର କରି ନୀତୁ ଲେଖିଛନ୍ତି, ସମୟ ଦ୍ରୁତ ଗତିରେ ଗତି କରେ, କେବଳ ସ୍ମୃତି ରହିଥାଏ।
ନୀତୁ ଏବଂ ଋଷି କପୁର ଜାନୁଆରୀ ୨୨, ୧୯୮୦ରେ ବିବାହ କରିଥିଲେ। କରୋନାରେ ୩୦ ଏପ୍ରିଲ ୨୦୨୦ରେ ଋଷି ଏହି ଜଗତକୁ ବିଦାୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେଟ୍‌ରେ କାନ୍ଦିଲେ ଦୀପିକା ମଝିରେ ବନ୍ଦ କରିବାକୁ ପଡ଼ିଲା ଶୁଟିଂ

ମୁମ୍ବାଇ,୩୦।୫: ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଏବେ ନିଜର ଅପ୍‌ କମିଂ ଫିଲ୍ମ ଛପାକରେ ବ୍ୟସ୍ତ ଅଛନ୍ତି। ସିମ୍ବା ଷ୍ଟାର ରଣବୀର ସିଂହଙ୍କ ସହ ବିବାହ...

ପାରମ୍ପରିକ ରୀତିନୀତିରେ ବିବାହ କରିବେ ଫରହାନ-ଶିବାନୀ

ମୁମ୍ବାଇ: ବଲିଉଡ ଅଭିନେତା ଫରହାନ ଅଖତର ଓ ଶିବାନୀ ଦାଣ୍ଡେକର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଫେବୃଆରୀ ୧୯ରେ ମହାରାଷ୍ଟ୍ରୀୟ ପାରମ୍ପରିକ ରୀତିନୀତିରେ ଦୁହେଁ...

ଦିଶାଙ୍କ ହ୍ୟାଟ୍ରିକ

ଦିଶା ପଟାନିଙ୍କ ତିନୋଟି ଫିଲ୍ମ ଆସନ୍ତା ବର୍ଷ ରିଲିଜ୍‌ ହେବାର ଯୋଜନା ରହିଛି। ଖାସ୍‌ କଥା ହେଲା ପ୍ରଥମ ଥର ପାଇଁ ସେ ସଲମାନଙ୍କ ଅପୋଜିଟ୍‌ରେ...

ପୁଣି ବାଦାମ ବିକିବେ ‘କଚା ବାଦାମ୍‌’ ଷ୍ଟାର୍‌

‘କଚା ବାଦାମ’ ଗୀତ ଗାଇ ରାତାରାତି ଷ୍ଟାର୍‌ ପାଲଟିଥିବା ଭୁବନ ବାଦକର ଆଜିକାଲି ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନିଜ ମନ୍ତବ୍ୟ ପାଇଁ କ୍ଷମା...

୪୮ ବର୍ଷରେ ପାଦ ଥାପିଲେ ଏହି ପ୍ରସିଦ୍ଧ ଅଭିନେତା

ମୁମ୍ବାଇ,୨୬।୧୧-ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଗୁରୁବାର ୪୮ ବର୍ଷ ବୟସରେ ପାଦ ଥାପିଛନ୍ତି। ଏ ନେଇ ତାଙ୍କ ବାନ୍ଧବୀ ଗ୍ରାବିଏଲା ଡେମେଟ୍ରିଏଡସ୍‌ ଗୁରୁବାର ସୂଚନା ଦେଇଛନ୍ତି।...

ଜନ୍ମଦିନରେ ଆଲିଆଙ୍କୁ ସ୍ପେଶାଲ ଗିଫ୍ଟ

ମୁମ୍ବାଇ: ବଲିଉଡ ନାୟିକା ଆଲିଆ ଭଟ୍ଟଙ୍କୁ ତାଙ୍କ ୨୯ ତମ ଜନ୍ମଦିନରେ ଏକ ସ୍ପେଶାଲ ରିଟର୍ଣ୍ଣ ଗିଫ୍ଟ ମିଳିଛି । ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ମେକର୍ସ ଫିଲ୍ମରେ...

ଅନୁଷ୍କାଙ୍କ ‘ବୁଲବୁଲ’ର ପ୍ରଥମ ଲୁକ୍‌ ରିଲିଜ୍‌

ବଲିଉଡ୍‌ର ଆଗଧାଡିର ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ହେଉଛନ୍ତିି ଅନୁଷ୍କା ଶର୍ମା। ସେସବୁବେଳେ ସୋସିଆଲ ମିଡିଆ ମାଧ୍ୟମରେ ନିଜ ପ୍ରଶଂସକଙ୍କ ସହ ଯୋଡିହୋଇ ରହିଥାନ୍ତି। ଅନୁଷ୍କାଙ୍କ ପ୍ରଡକ୍ସନ...

ରାଜ କୁନ୍ଦ୍ରା ଗିରଫ, ଅଶ୍ଳୀଳ ଭିଡ଼ିଓ ପ୍ରସ୍ତୁତ କରିଥିବା ଅଭିଯୋଗ…

ମୁମ୍ବାଇ,୨୦।୭: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ୍‌ କୁନ୍ଦ୍ରାଙ୍କ ବିରୋଧରେ ଅଶ୍ଳୀଳ ଭିଡ଼ିଓ ପ୍ରସ୍ତୁତ କରୁଥିବା ଏବଂ ଆପତ୍ତିଜନକ କଣ୍ଟେ୍‌ଟ ଅପଲୋଡ୍‌ କରୁଥିବା ଅଭିଯୋଗ...

Advertisement
Archives

Model This Week