ଏୟାର ଆମ୍ବୁଲାନ୍ସରେ ମୁମ୍ବାଇ ଆସିଲେ ନିତୁ କପୁର

ଏୟାର ଆମ୍ବୁଲାନ୍ସରେ ମୁମ୍ବାଇ ଆସିଲେ ନିତୁ କପୁରମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତଥା ନାୟକ ରଣବୀର କପୁରଙ୍କ ମାଆ ନିତୁ କପୁରଙ୍କୁ ଏୟାର ଆମ୍ବୁଲାନ୍ସରେ ଚଣ୍ଡିଗଡ଼ରୁ ମୁମ୍ବାଇ ନିଆଯାଇଛି । ସୂଚନାଯୋଗ୍ୟ, ନିତୁଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ପୁଅ ରଣବୀର ଏକ ସ୍ୱତନ୍ତ୍ର ଏୟାର ଆମ୍ବୁଲାନ୍ସ ବ୍ୟବସ୍ଥା କରି ମାଆ ନିତୁଙ୍କୁ ନିଜ ପାଖକୁ ନେଇ ଆସିଛନ୍ତି । ଚଣ୍ଡିଗଡ଼ରେ ନିତୁ ଫିଲ୍ମ ‘ଯୁଗ ଯୁଗ ଜିୟୋ’ ର ଶୁଟିଂ ପାଇଁ ଯାଇଥିବା ବେଳେ ସେଠାରେ ସେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏଥିରେ ଅନିଲ କପୁର ଅଭିୟନ କରୁଥିଲେ ବି ତାଙ୍କ ରିପୋର୍ଟ ନେଗେଟିଭ ଆସିଥିବା ସୂଚନା ଦେଇଛନ୍ତି ବଲିଉଡ୍ ନିର୍ଦ୍ଦେଶକ ତଥା ଅନିଲଙ୍କ ଭାଇ ବୋନି କପୁର । ନିତୁଙ୍କ ସମେତ ଫିଲ୍ମର ନିର୍ଦ୍ଦେଶକ ରାଜ ମେହେଟାବି କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । କରନ ଜୋହରଙ୍କ ଧର୍ମା ପ୍ରଡକସନ ବ୍ୟାନରେ ନିର୍ମାଣ କରାଯାଉଥିବା ଏହି ଫିଲ୍ମର ଶୁଟିଂକୁ ଏବେ କିଛିଦିନ ପାଇଁ ବନ୍ଦ କରି ଦିଆଯାଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri