ଋଷି କପୁରଙ୍କୁ ମନେ ପକାଇଲେ ନୀତୁ, ଫଟୋ ଶେୟାର କରି କହିଲେ ଏମିତି

ମୁମ୍ବାଇ: ଭେଟେରାନ ଅଭିନେତା ଋଷି କପୁରଙ୍କ ଦେହାନ୍ତ ହେବାର ତିନି ବର୍ଷ ବିତିଗଲାଣି। କିନ୍ତୁ ଆଜି ବି ତାଙ୍କ ପ୍ରଶଂସକମାନେ ତାଙ୍କୁ ବହୁତ ମନେ ପକାଉଛନ୍ତି। ଋଷିଙ୍କ ପରିବାର ତାଙ୍କ ଅନୁପସ୍ଥିତିକୁ ସବୁବେଳେ ଝୁରି ହେଉଛନ୍ତି। ଅଭିନେତାଙ୍କ ସ୍ତ୍ରୀ ନୀତୁ କପୁର ସୋସିଆଲ ମିଡିଆରେ ତାଙ୍କ ସ୍ମୃତିରେ ପୋଷ୍ଟ ଶେୟାର କରିଛନ୍ତି।

ନୀତୁ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌। ସେ ପ୍ରାୟତଃ ସ୍ବାମୀ ତଥା ଅଭିନେତା ଋଷିଙ୍କୁ ମନେ ପକାଇଥାନ୍ତି। ତାଙ୍କ ସହ ଜଡ଼ିତ ପୋଷ୍ଟଗୁଡ଼ିକ ମଧ୍ୟ ଶେୟାର କରିଥା’ନ୍ତି। ରବିବାର ପୁଣି ଥରେ ନୀତୁ ଋଷିଙ୍କୁ ମନେ ପକାଇ ଏକ ପୋଷ୍ଟ ଶେୟାର କରିଛନ୍ତି।

jagran

ନୀତି ତାଙ୍କ ଇନ୍‌ଷ୍ଟାଗ୍ରାମରେ ଋଷିଙ୍କ ସହ ନିଜର ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ସେ ବିମାନରେ ବସିଥିବାର ନଜର ଆସିଛନ୍ତି। ଏହି ଋଷିଙ୍କ ମୁହଁରେ ଏକ ବଡ଼ ହସ ଫୁଟିଉଠିଛି। ଫଟୋରେ ଋଷି ମଧ୍ୟ ବହୁତ ଫିଟ୍‌ ଦେଖାଯାଉଛନ୍ତି। ଫଟୋ ଶେୟାର କରି ନୀତୁ ଏଥିରେ କ୍ୟାପଶନ ଲେଖିଛନ୍ତି, ୫ ବର୍ଷ ପୂର୍ବେ ଆଜି ଯେତେବେଳେ ଆମେ ଲଣ୍ଡନରେ ଖୁଲମ୍‌ଖୁଲା ଶୋ ପାଇଁ ବାହାରିଥିଲେ। ଯାହା ଖାସ୍‌ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri