ମେ’ ୭ରେ ଏନ୍‌ଇଇଟି ୟୁଜି, ୨୧ରୁ ସିୟୁଇଟି

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏନ୍‌ଇଇଟି(ୟୁଜି) ୨୦୨୩ ମେ’ ୭ରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ପେନ୍‌-ପେପର ମୋଡ୍‌ରେ କରାଯିବ। ସେହିପରି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୟୁଜି ନାମଲେଖା ପାଇଁ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି)-୨୦୨୩ ମେ’ ୨୧ ରୁ ଆରମ୍ଭ ହୋଇ ୩୧ରେ ଶେଷ ହେବ। ସେହିଭଳି ଆଇସିଏଆର୍‌ ଏଆଇଇଇଏ ୨୦୨୩ ଏପ୍ରିଲ ୨୬ରୁ ଆରମ୍ଭ ହୋଇ ୨୯ ପର୍ଯ୍ୟନ୍ତ ଚାଲିବ। ଏ ନେଇ ଏନ୍‌ଟିଏ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅଧିକ ତଥ୍ୟ ଜାଣିବା ପାଇଁ ଛାତ୍ରୀଛାତ୍ର ଏନ୍‌ଟିଏର ଅଫିସିଆଲ ଓ୍ବେବ୍‌ସାଇଟ୍‌ https://nta.nic.inକୁ ଯିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କ ଜୀବନ, ବିଦ୍ୟାଳୟ ଛାତ ଦେଇଯାଇଛି ୧୧ କେଭି ବିଦ୍ୟୁତ ତାର

ରିଆମାଳ, ୧୬।୫( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ ପରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୋହରାକୋଟ ଗ୍ରାମରେ ୧୯୭୨ରେ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri