Posted inଜାତୀୟ

ପଶ୍ଚିମବଙ୍ଗ ଆସିଲେ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

କୋଲକାତା,୬।୫: ପଶ୍ଚିମବଙ୍ଗକୁ ବିମାନ, ଟ୍ରେନ୍‌ କିମ୍ବା ଆନ୍ତଃରାଜ୍ୟ ବସ୍‌ରେ ଆସିବାକୁ ଥିଲେ ଆର୍‌ଟି-ପିସିଆର୍‌ ନେଗେଟିଭ୍‌ ରିପୋର୍ଟ ସାଙ୍ଗରେ ଆଣିବା ବାଧ୍ୟତାମୂଳକ ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। କରୋନା ସଂକ୍ରମିତ ଯାତ୍ରୀଙ୍କୁ ୧୪ ଦିନ କ୍ୱାରାଣ୍ଟାଇନରେ ରଖାଯିବ। ଶୁକ୍ରବାର ଏହି ନିୟମ ଲାଗୁ ହେବ। ପଶ୍ଚିମବଙ୍ଗକୁ ଆସୁଥିବା ବ୍ୟକ୍ତି ୭୨ ଘଣ୍ଟା ମଧ୍ୟରେ ଆର୍‌ଟି-ପିସିଆର୍‌ ପରୀକ୍ଷା ହୋଇଥିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ…

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri