ବାହାରୁ ଆସିଲେ ଆବଶ୍ୟକ ନାହିଁ ନେଗେଟିଭ୍‌ ରିପୋର୍ଟ

ଭୁବନେଶ୍ୱର,୫।୮(ବ୍ୟୁରୋ): ଏଣିକି ବାହାର ରାଜ୍ୟରୁ ଓଡ଼ିଶାକୁ ଆସିଲେ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ କିମ୍ବା ଟିକାକରଣ ପ୍ରମାଣପତ୍ର ଆବଶ୍ୟକ ନାହିଁ। ଓଡ଼ିଶାକୁ ଆସୁଥିବା ଲୋକଙ୍କ ପାଇଁ ଲାଗୁ କରାଯାଇଥିବା ଏହି ପ୍ରତିବନ୍ଧକକୁ ରାଜ୍ୟ ସରକାର ହଟାଇ ଦେଇଛନ୍ତି। ବର୍ତ୍ତମାନ ଠାରୁ ଓଡ଼ିଶାକୁ ଆସୁଥିବା ଲୋକଙ୍କୁ କୋଭିଡ୍‌ ୧୯ ନେଗେଟିଭ୍‌ ରିପୋର୍ଟ କିମ୍ବା ଟିକାକରଣ ପ୍ରମାଣପତ୍ର ପ୍ରସ୍ତୁତ କରିବାକୁ ପଡ଼ିବ ନାହିଁ। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଓଡ଼ିଶାକୁ ଆସିବାକୁ ହେଲେ ରାପିଡ୍‌ ଆଣ୍ଟିଜେନ ଟେଷ୍ଟ (ଆର୍‌ଏଟି) କିମ୍ବା ଆର୍‌ଟି-ପିସିଆର୍‌ ନେଗେଟିଭ୍‌ ରିପୋର୍ଟ କିମ୍ବା ଟିକାକରଣ ପ୍ରମାଣପତ୍ର ବାଧ୍ୟତାମୂଳକ କରାଯାଇଥିଲା। ଏ ନେଇ ମେ’ ୩ରେ ନିର୍ଦ୍ଦେଶନାମା ଜାରି ହୋଇଥିଲା। ଏହି ନିର୍ଦ୍ଦେଶନାମାକୁ ବୁଧବାର ରାଜ୍ୟ ସରକାର ପ୍ରତ୍ୟାହାର କରିନେଇଛନ୍ତି। ପୂର୍ବ ନିର୍ଦ୍ଦେଶାବଳୀ ଅନୁଯାୟୀ, ଯଦି କୌଣସି ବ୍ୟକ୍ତି ଏହି ରିପୋର୍ଟ କିମ୍ବା ସାର୍ଟିଫିକେଟ୍‌ ବିନା ଆସନ୍ତି, ତେବେ ତାଙ୍କ ପାଇଁ ୭ଦିନ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ କିମ୍ବା ହୋମ୍‌ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୮୩ କୋଟିର ୭ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଶକ୍ତି, ଅକ୍ଷୟ ଶକ୍ତି, ପର୍ଯ୍ୟଟନ, ଖାଦ୍ୟ ପ୍ରକ୍ରିୟାକରଣ, ଇଥାନଲ ଭଳି ୭ଟି ଶିଳ୍ପ ପ୍ରକଳ୍ପରେ ୨୦୮୩.୮୮ କୋଟି ଟଙ୍କା ପୁଞ୍ଜିନିବେଶ ହେବ। ଏହି...

ମା’ ଆଗରେ କୂଅରେ ପଡ଼ିଗଲେ ୨ ପୁଅ

ସମ୍ବଲପୁର,୯ା୧୧(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅଧୀନ ସାହୁ କଲୋନୀରେ ଏକ ଦୁଃଖଦ ଘଟଣା ଘଟିଛି। ମା’ଙ୍କ ଆଖି ଆଗରେ କୂଅରେ ପଡ଼ି ଜୀବନ ହାରିଛନ୍ତି ୨...

୧୧ ଆହାର କେନ୍ଦ୍ରକୁ ଆଇଏସଓ ମାନ୍ୟତା

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ ଥିବା ୧୧ ଆହାର କେନ୍ଦ୍ରକୁ ଇଣ୍ଡରନ୍ୟାଶନାଲ ଅର୍ଗାନାଇଜେଶନ ଅଫ୍‌ ଷ୍ଟାଣ୍ଡାର୍ଡାଇଜେଶନ (ଆଇଏସ୍‌ଓ) ମାନ୍ୟତା ମିଳିଛି। ଏଗୁଡ଼ିକ ହେଲା କ୍ୟାପିଟାଲ...

ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ଜବତ

ମାଲକାନଗିରି,୨୦ା୧: ମାଲକାନଗିରି ସଦର ବ୍ଲକ ପେଡ଼ାକୋଣ୍ଡା ପଞ୍ଚାୟତଠାରୁ ଦେଢ଼ କି.ମି. ଦୂରରେ ଥିବା ଏକ ପୋଖରୀ ନିକଟରୁ ଜଣେ ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ବୁଧବାର ଗ୍ରାମବାସୀ...

ଛାତ୍ରୀଛାତ୍ରଙ୍କୁ ଜ୍ଞାନ ବାଣ୍ଟିଲେ ଜିଲାପାଳ, ଏସ୍‌ପି

ଛତ୍ରପୁର,୨ା୯(ଡି.ଏନ.ଏ.)-କଲେଜ ଛାତ୍ରୀଛାତ୍ର ସେମାନଙ୍କର କ୍ୟାରିୟର ଗଢ଼ିବା ପାଇଁ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିଙ୍କଠାରୁ ଯେଭଳି ଜ୍ଞାନ ଆହରଣ କରିପାରିବେ ସେଥିପାଇଁ ଗଞ୍ଜାମ ଜିଲା...

ଓଡ଼ିଶାରୁ ମୁହଁ ଫେରାଉଛନ୍ତି ଶିଳ୍ପସଂସ୍ଥା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଆଲୁମିନିୟମ, ଇସ୍ପାତ, ଆଲୁମିନା, ସାର, ପେଟ୍ରୋ କେମିକାଲ, ପ୍ଲାଷ୍ଟିକ, ସିମେଣ୍ଟ ଭଳି ବୃହତ୍‌ ଶିଳ୍ପ ସାଙ୍ଗକୁ କୃଷି, ଖାଦ୍ୟ ପ୍ରକ୍ରିୟାକରଣ, ସ୍ବାସ୍ଥ୍ୟ, ପର୍ଯ୍ୟଟନ,...

ତ୍ୱରାନ୍ବିତ ହେଉନି ଉନ୍ନୟନ କାର୍ଯ୍ୟ: ଜନ ପ୍ରତିନିଧିଙ୍କ ମୌନ ଧାରଣା

ଦେଓଗାଁ, ୩ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ବର୍ତ୍ତମାନ ଉନ୍ନୟନ କାର୍ଯ୍ୟ ଏକପ୍ରକାର ବ୍ୟାହତ ହୋଇଛି ା ଫଳରେ ମଞ୍ଜୁର ଅର୍ଥ ପୁଣି ସରକାରଙ୍କ...

୩ ମାଓବାଦୀ ନିହତ

ମାଲକାନଗିରି,୧୩।୧୦ (ଡି.ଏନ.ଏ.): ମାଲକାନଗିରି ଜିଲାର ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ୩...

Advertisement
Archives

Model This Week