କାର୍ଯ୍ୟରେ ଅବହେଳା: ୨ ତହସିଲ କର୍ମଚାରୀ ନିଲମ୍ବିତ

ପଦ୍ମପୁର, ୭।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ତହସିଲର ପୂର୍ବତନ ରାଜସ୍ବ ନିରୀକ୍ଷକ ଓ ନଥିପତ୍ର ରକ୍ଷକଙ୍କୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ପୂର୍ବତନ ରାଜସ୍ବ ନିରୀକ୍ଷକ ଦେବୀପ୍ରସନ୍ନ ବାରିକ ଏବଂ ନଥିପତ୍ର ରକ୍ଷକ ମାଧବାନନ୍ଦ ଦାସଙ୍କୁ ସରକାରୀ କାର୍ଯ୍ୟରେ ବ୍ୟାପକ ଅନିୟମିତତା ସହ ଅବହେଳା ପ୍ରଦର୍ଶନ ପାଇଁ ନିଲମ୍ବନ କରାଯାଇଥିବା ଜିଲାପାଳ ଡ. ଜ୍ଞାନରଞ୍ଜନ ଦାଶ ଟୁଇଟ ଯୋଗେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଆଜି

ପୁରୀ ଅଫିସ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଲୀଳାଖେଳା ସରି ଆସୁଛି। ଆଉ ଦିନକ ପରେ ମଙ୍ଗଳବାର ଆଡ଼ପମଣ୍ଡପରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିିବେ ଚତୁର୍ଦ୍ଧାମୂର୍ତ୍ତି।...

ବାତ୍ୟା ଲାଗି ସ୍କୁଲ ଛୁଟି

ମାଲକାନଗିରି,୧୧।୫(ଡି.ଏନ୍‌.ଏ.): ବାତ୍ୟା ଅସାନିକୁ ନେଇ ମାଲକାନଗିରି ପ୍ରଶାସନ ପକ୍ଷରୁ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆନ୍ଧ୍ର ସୀମାବର୍ତ୍ତୀ ଅଞ୍ଚଳ ହୋଇଥିବାରୁ ମାଲକାନଗିରି ଜିଲା...

କଚ୍ଛପ ଗତିରେ ଚାଲିଛି ଟିକିରା ସେତୁ ନିର୍ମାଣ : ୧୫ ମାସରେ ୧୦ ପ୍ରତିଶତ କାର୍ଯ୍ୟ

ତାଳଚେର, ୧୮ା୭(ନି.ପ୍ର.) – କଣିହଁ। ବ୍ଲକର ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତବାସୀଙ୍କ ଲାଇଫ୍‌ ଲାଇନ କୁହାଯାଉଥିବା ଟିକରା ସେତୁ କାର୍ଯ୍ୟ କଚ୍ଛପ ଗତିରେ ଚାଲିଛି। ନିର୍ମାଣ ଦାୟିତ୍ୱ...

ଓଡ଼ିଆ ସାହିତ୍ୟରେ ଅଳଙ୍କାର ଅତୁଳନୀୟ

ବାଲେଶ୍ୱର ଅଫିସ, ୨୦।୫- ଓଡ଼ିଆ ଭାଷା ସାହିତ୍ୟରେ ଆରମ୍ଭରୁ ଏଯାଏ ଅନେକ ପରୀକ୍ଷା ନିରୀକ୍ଷା ହୋଇଆସିଛି। ସୃଜନଶୀଳ ସ୍ରଷ୍ଟାମାନେ ସାହିତ୍ୟର ବିଭିନ୍ନ ବିଭାଗରେ ଲେଖନି ଚାଳନାକରି...

୨ ଦୋକାନ ସିଲ୍‌ କଲା ପ୍ରଶାସନ

ରାୟଗଡ଼ା ଅଫିସ,୨୦ା୪: କରୋନା ମୁକାବିଲା ପାଇଁ ଭାରତ ସରକାର ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧି ବଢ଼ାଇଛନ୍ତି। ମାତ୍ର ଯେଉଁ ଜିଲାରେ କରୋନା ରୋଗୀ ଚି଼ହ୍ନଟ...

ଆଧାର ବାଧ୍ୟତାମୂଳକ ନ କରିବାକୁ ଦାବି

କଟକ ଅଫିସ୍‌,୨୭।୪: ଲକ୍‌ଡାଉନ୍‌ ପରେ ପ୍ରବାସୀ ଶ୍ରମିକମାନେ ବହୁ ଅସୁବିଧାରେ ରହିଛନ୍ତି। ରହୁଥିବା ସ୍ଥାନରେ ସମସ୍ୟା ଦେଖାଦେବାରୁ ସେମାନେ ଭିଟାମାଟିକୁ ଫେରିବାକୁ ଚାହୁଁଛନ୍ତି। ଓଡ଼ିଶା ସରକାର...

ଅନ୍‌ଲାଇନ ପରୀକ୍ଷା ଦାବିରେ ଓଏସ୍‌ଏମ୍‌ଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

କେନ୍ଦୁଝର, ୩୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଓଡିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ(ଓଏସ୍‌ଏମ୍‌ଇ)ର ଛାତ୍ରୀଛାତ୍ରମାନେ ଅନ୍‌ଲାଇନରେ ପରୀକ୍ଷା ଦାବିରେ ମଙ୍ଗଳବାର ବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

କେସିଙ୍ଗା ବ୍ଲକରେ ନକଲି ଶିକ୍ଷକଙ୍କ ଯାଞ୍ଚ ପ୍ରକ୍ରିୟା ଆରମ୍ଭ

କେସିଙ୍ଗା,୧୯।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ବିଭିନ୍ନ କ୍ରଷ୍ଟରେ ନିୟୋଜିତ ନକଲି ଶିକ୍ଷକଙ୍କ ଯାଞ୍ଚ ପ୍ରକ୍ରିୟା ଗୋଷ୍ଠୀ ଶିକ୍ଷାକେନ୍ଦ୍ର ପରିସରରେ ଶୁକ୍ରବାର ଆରମ୍ଭ ହୋଇଯାଇଛି ।...

Advertisement
Archives

Model This Week