Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅବହେଳା,ସୁପ୍ରିମ୍‌କୋର୍ଟରେ ରିପୋର୍ଟ ଦାଖଲ କଲେ କମିଟି…

ନୂଆଦିଲ୍ଲୀ, ୨୫।୮ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ହୋଇଥିବା ଅବହେଳା ସମ୍ପର୍କରେ ରିପୋର୍ଟ ଗଠନ ହୋଇଥିବା କମିଟି ସୁପ୍ରିମ୍‌କୋର୍ଟରେ ଦାଖଲ କରିଛନ୍ତି। ପୂର୍ବତନ ଜଷ୍ଟିସ ଇନ୍ଦୁ ମାଲହୋତ୍ରାଙ୍କ ନେତୃତ୍ୱରେ ଗଠିତ କମିଟି ଏହାର ରିପୋର୍ଟରେ କହିଛି ଯେ ଦୁଇ ଘଣ୍ଟା ପୂର୍ବରୁ ରୁଟରେ ପରିବର୍ତ୍ତନ ସମ୍ପର୍କରେ ସୂଚନା ପାଇବା ପରେ ମଧ୍ୟ ଫିରୋଜପୁର ଏସଏସପି ଆବଶ୍ୟକୀୟ ପଦକ୍ଷେପ ନେଇ ନଥିଲେ।

ଭିଭିଆଇପି ସୁରକ୍ଷା ଉପରେ ପୋଲିସଙ୍କୁ ଭଲ ତାଲିମର ଆବଶ୍ୟକତା ରହିଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାକୁ ମଜବୁତ କରିବା ପାଇଁ କମିଟି କେତେକ ପଦକ୍ଷେପ ନେବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ଏହି ପରାମର୍ଶ କେନ୍ଦ୍ର ସରକାରଙ୍କୁ ପଠାଇବ ଯାହା ଦ୍ୱାରା ଅଧିକ ସତର୍କତା ଅବଲମ୍ବନ କରାଯାଇପାରିବ।

୫ ଜାନୁୟାରୀ ୨୦୨୨ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଞ୍ଜାବର ଫିରୋଜପୁର ଗସ୍ତ କରିଥିଲେ। ପ୍ରବଳ ବର୍ଷା ଯୋଗୁ ପ୍ରଧାନମନ୍ତ୍ରୀଙ୍କୁ ରାସ୍ତାରେ ଯିବାକୁ ପଡୁଥିଲା, କିନ୍ତୁ ଏହି ସମୟ ମଧ୍ୟରେ ହୁସେନାୱାଲା ଠାରୁ ୩୦ କିଲୋମିଟର ଦୂରରେ ବିକ୍ଷୋଭକାରୀଙ୍କୁ ଦେଖିବାକୁ ମିଳିଥିଲା, ଏହି କାରଣରୁ ସେ ପ୍ରାୟ ୨୦ ମିନିଟ ପର୍ଯ୍ୟନ୍ତ ଏକ ଅସୁରକ୍ଷିତ ଅଞ୍ଚଳରେ ରହିଥିଲେ। ପ୍ରଧାନମନ୍ତ୍ରୀ ଅଟକି ଥିବା ଅଞ୍ଚଳରେ ଆତଙ୍କବାଦୀ ସକ୍ରିୟ ରହିଥିବା ସହିତ ଏହାକୁ ନିଶାଦ୍ରବ୍ୟ ଚୋରା କାରବାରର ପେଣ୍ଠସ୍ଥଳ ଭାବେ ବିବେଚନା କରାଯାଇଥାଏ। ଗତ ବର୍ଷ ସେପ୍ଟେମ୍ବରରେ ଏହି ଅଞ୍ଚଳରେ ଆତଙ୍କବାଦୀ ଆକ୍ରମଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri