Posted inଜାତୀୟ

ଶାହାଙ୍କ ସୁରକ୍ଷାରେ ଅବହେଳା, ଏମ୍‌ପିଙ୍କ ପିଏ କହି ସୁରକ୍ଷା ଘେରରେ ପ୍ରବେଶ…

ନୂଆଦିଲ୍ଲୀ, ୮।୯ : ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ମୁମ୍ବାଇ ଗସ୍ତ ସମୟରେ ସୁରକ୍ଷାରେ ଅବହେଳା ମାମଲା ସାମ୍ନାକୁ ଆସିଛି। ମୁମ୍ବାଇରେ ଜଣେ ବ୍ୟକ୍ତି ଘଣ୍ଟା ଘଣ୍ଟା ଧରି ତାଙ୍କ ଚାରିପାଖରେ ବୁଲୁଥିଲେ। ସୋମବାର ଶାହାଙ୍କ ଗସ୍ତ ସମୟରେ ସେ ନିଜକୁ ଆନ୍ଧ୍ରପ୍ରଦେଶର ଜଣେ ଏମ୍‌ପିଙ୍କ ପିଏ ବୋଲି କହି ସୁରକ୍ଷା ଘେର ମଧ୍ୟରେ ପ୍ରବେଶ କରିଥିଲେ।

ଏହି ମାମଲାରେ ମହାରାଷ୍ଟ୍ରର ଧୁଲେ ଜିଲାର ହେମନ୍ତ ପାୱାରଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ତାଙ୍କ ପାଖରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ପରିଚୟ ପତ୍ର ଥିଲା। ତାଙ୍କୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ଙ୍କ ବାସଭବନ ବାହାରେ ମଧ୍ୟ ଦେଖିବାକୁ ମିଳିଥିଲା। ଅଭିଯୁକ୍ତ ହେମନ୍ତ ପାୱାରଙ୍କୁ ପୋଲିସ କୋର୍ଟରେ ହାଜର କରିଥିଲା। କୋର୍ଟ ତାଙ୍କୁ ପାଞ୍ଚ ଦିନ ରିମାଣ୍ଡରେ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri