ବିଦ୍ୟୁତ୍‌ ବଣ୍ଟନରେ କେବିକେ ଅଞ୍ଚଳକୁ ଅବହେଳା

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି କେବିକେ ଅଞ୍ଚଳକୁ ବିଦ୍ୟୁତ୍‌ ବଣ୍ଟନରେ ରାଜ୍ୟ ସରକାର ଅବହେଳା କରୁଥିବା କହିଛନ୍ତି। ଇନ୍ଦ୍ରାବତୀ, କୋଲାବ, ମାଛକୁଣ୍ଡ, ବାଲିମେଳା ଦ୍ୱାରା ୭୬% ଜଳବିଦ୍ୟୁତ୍‌ କେବିକେ ଅଞ୍ଚଳ ଓଡ଼ିଶାକୁ ଦେଉଥିଲେ ମଧ୍ୟ ସେହି ଅଞ୍ଚଳକୁ ଅବହେଳା କରାଯାଉଛି। ସେଠାରୁ ବିଦ୍ୟୁତ୍‌ ଆସି ଉପକୂଳରେ ଦିଆଯାଉଛି, ହେଲେ ସେଠାକାର ଲୋକେ ଅନ୍ଧାରରେ ରହୁଛନ୍ତି। ଜଳବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ହଜାର ହଜାର ଆଦିବାସୀ, ଗରିବ ଘର ହରାଇଥିବା ବେଳେ ସେମାନଙ୍କ ହିସାବ ରାଜ୍ୟ ସରକାରଙ୍କ ପାଖରେ ନାହିଁ। ଗୋଟିଏ ପାହାଡ଼ ବିକ୍ରିକରି ଦକ୍ଷିଣ ଓଡ଼ିଶାକୁ ସୁନା କରିଦେବି ବୋଲି ରାଜ୍ୟ ସରକାର କହିଥିଲେ। ହେଲେ ଏ ସରକାର କିଛି କରିପାରିଲେନି ବୋଲି ଗୃହରେ ତାରା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିପାରେ ୬ଷ୍ଠରୁ ୮ମ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ପ୍ରାଥମକ ଶ୍ରେଣୀ ଖୋଲିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ରାଜ୍ୟ ସରକାରଙ୍କୁ ସୁପାରିସ କରିବେ। ଷଷ୍ଠରୁ ଅଷ୍ଟମ...

ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ ଅଫିସ,୨୪ା୫: ଆସନ୍ତା ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଏଥିନିମନ୍ତେ ମେ’ ୨୬ରୁ ଜୁନ୍‌...

ଶିକାର କରି ଭୟରେ ଖାଇ ପାରିଲେନି ମାଂସ

ନାକଟିଦେଉଳ,୧୭ା୪: ନାକଟିଦେଉଳ ବନାଞ୍ଚଳ ଅଧୀନ ମୁଷାକାନୀ ଗ୍ରାମରୁ ଶନିବାର ଏକ ହରିଣର ମୃତଦେହ ଜବତ ହୋଇଛି। ସକାଳେ ଗାଁ ଲୋକେ ରକ୍ତାକ୍ତ ଅବସ୍ଥାରେ ହରିଣ ପଡ଼ିଥିବା...

ଭବାନୀପାଟଣାରୁ ଭୁବନେଶ୍ବରକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୮।୮(ଅସମାପିକା ସାହୁ): ଖୁବ୍‌ଶୀଘ୍ର କଳାହାଣ୍ଡି ଜିଲାକୁ ବିମାନ ଉଡ଼ିବ। ଭବାନୀପାଟଣାସ୍ଥିତ ଉତ୍କେଲା ବିମାନବନ୍ଦରକୁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ଅନୁମତି ଦେବା ସହ ବିମାନ...

ଧାମନଗର ଉପନିର୍ବାଚନ: ଆଜିଠୁ ପ୍ରଚାର ଜୋରଦାର

ଭଦ୍ରକ ଅଫିସ,୧୮।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବା...

ସୁବର୍ଣ୍ଣପୁର ଓଡ଼ିଆ ଭାଷା, ଲିପିର ଅନ୍ତୁଡ଼ିଶାଳ

ଓଡ଼ିଆ ଭାଷା ଓ ସଂସ୍କୃତିକୁ ସୁବର୍ଣ୍ଣପୁର ରାଜ ଦରବାରର ବହୁତ ବଡ ଅବଦାନ ରହିଛି। ଏହି ମାଟିର ଶାସକ ମହାରାଜା ବୀର ମିତ୍ରୋଦୟ ସିଂହଦେଓ ସଂସ୍କୃତ,...

୨୮ରେ କଂଗ୍ରେସ ପ୍ରତିଷ୍ଠା ଦିବସ

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଭାରତୀୟ ଜାତୀୟ କଂଗ୍ରେସ ତା’ର ୧୩୮ତମ ପ୍ରତିଷ୍ଠା ଦିବସ ଆସନ୍ତା ଡିସେମ୍ବର ୨୮ ତାରିଖରେ ପାଳନ କରିବ। ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି...

ନନ୍ଦନକାନନରେ ବିଦ୍ୟୁତ୍‌ ଚୋରି, ଦେୟ ଭରୁଛନ୍ତି କର୍ତ୍ତୃପକ୍ଷ

ବାରଙ୍ଗ,୯।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କର ଆର୍ଥିକ ସହଯୋଗ ରହିଛି। ଏହାସହ ସେଠାରୁ ମିଳୁଥିବା ରାଜସ୍ବକୁ ନିଜେ ନନ୍ଦନକାନନ...

Advertisement
Archives

Model This Week