କାର୍ଯ୍ୟରେ ଅବହେଳା: ନିଲମ୍ବିତ ହେଲେ କାର୍ଯ୍ୟନିର୍ବାହୀ ଅଧିକାରୀ, କନିଷ୍ଠ ଯନ୍ତ୍ରୀ

ପଦ୍ମପୁର,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ମ୍ୟୁନିସପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରି ତାପସ ରଞ୍ଜନ ଜେନା ଓ କନିଷ୍ଠ ଯନ୍ତ୍ରୀ ଦେବକାନ୍ତ ନାୟକଙ୍କୁ ଶନିବାର କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଲକ୍ଷ୍ୟ ଧାର୍ଯ୍ୟ ପୂରଣ ନ କରିବାରୁ ସେମାନଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି। ରାଜ୍ୟ ଗୃହ ଓ ସହରାଞ୍ଚଳ ବିଭାଗର ଆଦେଶ ଅନୁସାରେ ଏଭଳି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଠମଲ୍ଲିକ ଏନ୍‌ଏସି ଦେଶରେ ଦ୍ୱିତୀୟ

ଅନୁଗୋଳ ଅଫିସ, ୨।୧: ଭାରତ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକାରିତାରେ ଅନୁଗୋଳ ଜିଲା ଆଠମଲ୍ଲିକ ଏନ୍‌ଏସି ଦେଶରେ ଦ୍ୱିତୀୟ ସ୍ଥାନ...

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଡ୍ରାଇଭର, ହେଲ୍‌ପରଙ୍କ ଲାଇସେନ୍ସ ରଦ୍ଦ

ପୁରୀ ଅଫିସ/କଟକ ଅଫିସ, ୧୧।୭: ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ ଘରୋଇ ବସ୍‌ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାକୁ ବିଭିନ୍ନ ମହଲରେ ଦୃଢ...

ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ

ଲଇକେରା, ୧୪ା୯ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପୂର୍ତ୍ତ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଲଇକେରା ପୂର୍ତ୍ତ ବିଭାଗ ତରଫରୁ ଏକ ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ...

ପାଠ୍ୟପୁସ୍ତକରେ ବାଲୁକା ଶିଳ୍ପୀ ସୁଦର୍ଶନ

ପୁରୀ ଅଫିସ, ୯ା୧୨:ବାଲୁକା କଳାକୁ ନେଇ ଓଡ଼ିଶାର ଯେଉଁ କେତେଜଣ ବେଶ୍‌ ପ୍ରସିଦ୍ଧି ଲାଭ କରିଛନ୍ତି ସେମାନଙ୍କ ମଧ୍ୟରୁ ପ୍ରମୁଖ ହେଉଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ...

ଆରମ୍ଭ ହେଲା ବିଧାନସଭା; ମରୁଡ଼ି ପ୍ରସଙ୍ଗକୁ ନେଇ କମ୍ପିଲା ଗୃହ

ଭୁବନେଶ୍ୱର,୧।୯(ବ୍ୟୁରୋ): ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ବୁଧବାର ଏହାର ପ୍ରଥମ ଦିନରେ କଂଗ୍ରେସ ସଦସ୍ୟମାନେ ଆରମ୍ଭରୁ ଗୃହରେ ହୋ ହଲ୍ଲା ଦେଖିବାକୁ ମିଳିଛି। ମରୁଡ଼ି...

ବଜ୍ରପାତରେ ୮ ଗୋରୁଙ୍କ ଜୀବନଗଲା

କେନ୍ଦୁଝର, ୧।୫(ସ୍ବ.ପ୍ର.)-କାଳବୈଶାଖୀ ଓ ବଜ୍ରପାତରେ ଶୁକ୍ରବାର ଅପରାହ୍ନରେ କେନ୍ଦୁଝର ଜିଲା ଘଟଗାଁ ଅଞ୍ଚଳରେ ୮ଟି ବଳଦ ଓ ଗୋଟିଏ ଗାଈର ମୃତ୍ୟୁ ଘଟିଛି। ଶୁକବ୍ରାର ଅପରାହ୍ନ...

ଐତିହ୍ୟ ଘୋଡ଼ାର ପାର୍ଶ୍ୱ ସ୍ଥାପତ୍ୟ ହଟିଲା

ଭୁବନେଶ୍ୱର, ୨୨।୮(ବ୍ୟୁରୋ): ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍‌ ଗୋଲେଇ ଛକରେ ଥିବା ଐତିହ୍ୟ ଘୋଡା ଓ ଯୋଦ୍ଧା ସ୍ଥାପତ୍ୟ ସ୍ଥାନାନ୍ତର ନିଷ୍ପତ୍ତିରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏଠାରେ ସୌନ୍ଦର୍ଯ୍ୟକରଣ...

୨ଟି କାର୍‌ ମଧ୍ୟରେ ଧକ୍କା: ଚାଲିଗଲା ୨ ଜୀବନ, ୫ ଆହତ

ଜି. ଉଦୟଗିରି, ୨୬।୧୦(ଡି ଏନ ଏ ) ଜି ଉଦୟଗିରି ରାଇପଦା ନିକଟରେ ରବିବାର ସନ୍ଧ୍ୟା ୭ଟା ସମୟରେ ଦୁଇଟି କାର ମଧ୍ୟରେ ଧକ୍କା ହେବା...

Advertisement
Archives

Model This Week