ଘର ପାଇଁ ହେବାକୁ ପଡ଼ିଥିଲା ହତାଦର

ମୁମ୍ବାଇ: ଲୋକପ୍ରିୟ ମରାଠୀ ଅଭିନେତ୍ରୀ ତେଜସ୍ବିନୀ ପଣ୍ଡିତ ତାଙ୍କ ଜୀବନର ଏକ ଖରାପ ଅଧ୍ୟାୟ କଥା ଶେୟାର କରିଛନ୍ତି। ଯାହା ସମସ୍ତଙ୍କୁ ଚକିତ କରିଛି। ତେଜସ୍ବିନୀ ତାଙ୍କର ଏକ ଇଣ୍ଟରଭ୍ୟୁରେ କହିଛନ୍ତି, ୨୦୦୯-୧୦ରେ ସେ ପୁଣେର ସିଂହଗଡ଼ ରୋଡସ୍ଥିତ ଏକ ଆପାର୍ଟମେଣ୍ଟରେ ଭଡ଼ାରେ ରହୁଥିଲେ। ସେତେବେଳେ ତାଙ୍କର ମାତ୍ର ୨ଟି ଫିଲ୍ମ ବଡ଼ ପରଦାକୁ ଆସିଥିଲା। ସେ ରହୁଥିବା ଆପାର୍ଟମେଣ୍ଟ ଜଣେ କର୍ପୋରେଟରଙ୍କ ଥିଲା। ତେଜସ୍ବିନୀ ଯେତେବେଳେ ତାଙ୍କ ଘର ଭଡ଼ା ଦେବାକୁ ଅଫିସ୍‌କୁ ଯାଉଥିଲେ, ସେତେବେଳେ ଘର ମାଲିକ ତାଙ୍କ ମୁହଁରେ ଟେବୁଲ ଉପରେ ଥିବା ପାଣିକୁ ପିଙ୍ଗିବା ସହ ଦୁର୍ବ୍ୟବହାର କରୁଥିଲେ। ଘର ଭଡ଼ା ବଦଳରେ ମାଲିକ ଜଣକ ଅଭିନେତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ଅଫର ଦେଉଥିଲେ। ସେତେବେଳେ ସେ ନୂଆ ନୂଆ ଫିଲ୍ମ ଇଣ୍ଡଷ୍ଟ୍ରୀରେ କାମ କରିବା ଆରମ୍ଭ କରୁଥିଲେ। ତାଙ୍କର ୨ଟି ଫିଲ୍ମ ରିଲିଜ୍‌ ହୋଇସାରିଥିଲେ ମଧ୍ୟ ଆର୍ଥିକ ସ୍ଥିତି ସେତେ ସୁଦୃଢ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri