ରୋଗୀ ସେବାରେ ଅବହେଳା: ଜିଲାପାଳଙ୍କୁ ଦାବିପତ୍ର

ଢେଙ୍କାନାଳ ଅଫିସ୍‌,୧୯।୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉପର ମହଲା ଦେଇ ୪ ବର୍ଷରେ ୪ ଜଣ ରୋଗୀ ଆତ୍ମହତ୍ୟା କରିବା, ସୁରକ୍ଷା ବ୍ୟବସ୍ଥା ଢିଲା, ଓ ରୋଗୀ ସେବାରେ ଅବହେଳା ପ୍ରଦର୍ଶନ ଆଦି ଦାବିକୁ ନେଇ ଢେଙ୍କାନାଳ ଜିଲା ଭାଜପା ପକ୍ଷରୁ ଶୁକ୍ରବାର ପୂର୍ବାହ୍ନରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ଭାଜପା ସଭାପତି ନରେଶ ଚନ୍ଦ୍ର ମହାପାତ୍ର, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ବରିଷ୍ଠ ନେତା ବିଭୁତି ପ୍ରଧାନ, ରାମଚନ୍ଦ୍ର ପାତ୍ର ଓ ସୁନିଲ ଶର୍ମା ପ୍ରମୁଖ ଜିଲା ମୁଖ୍ୟ ଚିକିତ୍ସାଳୟର ସମସ୍ୟା ସମାଧାନ କରିବା ପାଇଁ ଜିଲାପାଳ ସରୋଜ କୁମାର ସେଠୀଙ୍କ ସହ ଆଲୋଚନା କରିଥିଲେ। ସୁରକ୍ଷା, ବ୍ୟବସ୍ଥା କଡ଼ାକଡ଼ି ସହ ରୋଗୀମାନଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ପ୍ରଦାନ କରା ନ ଗଲେ ଆଗାମୀ ଦିନରେ ବଡ଼ ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri