ହୋଲି ଲୁକ୍‌ରେ ନେହା

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ସବୁଠୁ ସୁନ୍ଦର ଗାୟିକା ଭାବେ ପରିଚିତ ନେହା କକ୍କରଙ୍କ ହୋଲି ଲୁକ୍‌ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ପ୍ରଶଂସକମାନେ ଖୁବ୍‌ ପସନ୍ଦ କରୁଛନ୍ତି। ନେହା ତାଙ୍କ ସୋସିଆଲ ମିଡିଆରେ ଶେୟାର କରିଥିବା ଏକ ଫଟୋରେ ଧଳା ରଙ୍ଗର ଡ୍ରେସ୍‌ ପିନ୍ଧିଛନ୍ତି। ଫଟୋ ଶେୟାର କରି କ୍ୟାପଶନ ଲେଖିଛନ୍ତି, ‘ହୋଲି ସ୍ପେଶାଲ ଇଣ୍ଡିଆନ ଆଇଡଲ ୧୨ରେ ଆଜି ରାତି ୯ଟାରେ’। ଆହୁରି ମଧ୍ୟ ଲେଖିଛନ୍ତି, ସବୁଠୁ ପ୍ରିୟ ଏହି ଲୁକ୍‌। ନେହା ଶେୟାର କରିଥିବା ଆଉକିଛି ଫଟୋରେ ଏହି ଶୋ’ର ପ୍ରତିଯୋଗୀ ପଓ୍ବନଦୀପ, ଆଶିଷ କୁଲକର୍ଣ୍ଣି, ସାୟଲ ଏବଂ ନିହାଲଙ୍କ ସହ ନଜର ଆସିଛନ୍ତି। ନେହାଙ୍କ ଆଉଟ୍‌ଫିଟ୍‌ ଏଥିରେ ଖୁବ୍‌ ସୁନ୍ଦର ଦେଖାଯାଉଛି।
ଏ ତ ଗଲା ନେହାଙ୍କ ପ୍ରଫେଶନାଲ କଥା। ଯଦି ତାଙ୍କ ବ୍ୟକ୍ତିଗତ କଥା ଜାଣିବା ତେବେ ନୋହା ରୋହନପ୍ରୀତ୍‌ ସିଂଙ୍କୁ ବିବାହ କରିଛନ୍ତି। ନେହା ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ୍‌ ରହିଥାନ୍ତି। ସ୍ବାମୀ ରୋହନପ୍ରୀତଙ୍କ ସହ ସୋସିଆଲ ମିଡିଆରେ ଫଟୋ, ଭିଡିଓ ଛାଡ଼ି ପ୍ରଶଂସକଙ୍କ ନିକଟତର ହୋଇଥାନ୍ତି। ଏତେ କମ୍‌ ବୟସରେ ନେହାଙ୍କ ସୋସିଆଲ ମିଡିଆରେ କୋଟିକୋଟି ଫଲୋଅର୍ସ ରହିଛନ୍ତି, ଯାହା ବଲିଉଡ୍‌ର ସୁପରଷ୍ଟାରମାନଙ୍କର ବି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ଗର୍ଭବତୀ ଥାଇ ବି ଆକ୍ସନ ସିନ୍‌ କରୁଛନ୍ତି ଦୀପିକା!

ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ...

କ୍ରିମନାଲ ଲୟର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଷ୍ଟାର କିଡଙ୍କ କଥା ଯଦି ଆଲୋଚନାକୁ ନିଆଯାଏ, ତେବେ କୁହାଯାଏ ଯେ ଏମାନେ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ମନୋରଞ୍ଜନ ଦୁନିଆରେ ନିଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri