ମା’ ହେବେ ନେହା!

ମୁମ୍ବାଇ: ଆଇଫା ଆୱାର୍ଡ ୨୦୨୨ ଜୁନ ୨ରୁ ଆରମ୍ଭ ହୋଇଯାଇଛି । ଜୁନ ୪ ଅର୍ଥାତ୍ ଶନିବାର ହେଉଛି ଏହାର ଶେଷ ଦିବସ । ଆଇଫାରେ ଯୋଗ ଦେଇଥିବା ସବୁ ସେଲିବ୍ରିଟିଙ୍କୁ ଭିନ୍ନ ଭିନ୍ନ ଗେଟଅପ୍‌ରେ ଦେଖିବାକୁ ମିଳିଥିବା ବେଳେ ସମସ୍ତେ ଖୁବ୍ ସୁନ୍ଦର ଲାଗୁଥିଲେ । ଏହି ଆୱାର୍ଡ ସେରିମନିରେ ବଲିଉଡ ଗାୟିକା ନେହା କକ୍କଡ ପତି ରୋହନପ୍ରୀତଙ୍କ ସହ ପହଞ୍ଚିଥିଲେ । ଆଇଫଶ ଗେଟପରେ ନେହା ଖୁବ୍ ସୁନ୍ଦର ଲାଗୁଥିବା ବେଳେ ଏବେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଆଉ ଏହି ଭିଡିଓକୁ ଦେଖିବା ପରେ ଦର୍ଶକେ କହୁଛନ୍ତି ନେହା କୁଆଡେ ମାଆ ହେବାକୁ ଯାଉଛନ୍ତି ।

ଆଇଫା ୨୦୨୨ର ଗ୍ରୀନ କାର୍ପେଟରେ ନେହାଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଏହାକୁ ଦେଖି ଦର୍ଶକେ ତାଙ୍କୁ ଟ୍ରୋଲ କରିବାରେ ଲାଗିପଡିଛନ୍ତି । ଭିଡିଓରେ ନେହା ଫ୍ଲୋର ଲେନ୍ଥର ଅଫ ସୋଡର ଗାଉନରେ ନଜର ଆସିଛନ୍ତି । ସିଙ୍ଗରଙ୍କ ଡ୍ରେସ ଏତେ ଟାଇଟ ଅଛି ଯେ ତାଙ୍କର ସବୁ କର୍ଭସ ସ୍ପଷ୍ଟ ନଜର ଆସୁଛି । ଏହି ସମୟରେ ନେହା ତାଙ୍କ ହାତ ଟମି ଉପରେ ରଖି ଚାଲୁଛନ୍ତି । ଲାଗୁଛି ଯେମିତି ସେ ହାତରେ ତାଙ୍କ ଟମିକୁ ଲୁଚାଇବାକୁ ଚେଷ୍ଟା କରୁଛନ୍ତି । ହେଲେ ଏହା ଟିକେ ବାହାରୁକୁ ବାହାରିବା ପରି ନଜର ଆସିଛି । ଏହାକୁ ଦେଖିବା ପରେ ସୋସିଆଲ ମିଡିଆ ୟୁଜର୍ସ ଲଗାତାର ନେହାଙ୍କ ପ୍ରେଗ୍ନେସିକୁ ନେଇ କଥା ହେଉଛନ୍ତି । ତେବେ ସତ କ’ଣ ତାହା ନେହା ହିଁ ସ୍ପଷ୍ଟ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri