ଅମିତାଭ, ଶାହାରୁଖଙ୍କୁ ଟକ୍କର ଦେଲେ ନେହା

ମୁମ୍ବାଇ: ମାତ୍ର ୩୨ ବର୍ଷ ବୟସରେ ବଲିଉଡ୍ ଗାୟିକା ନେହା କକ୍କଡ ଅନେକ ସମ୍ମାନର ଅଧିକାରିଣୀ ହୋଇ ପାରିଛନ୍ତି । ଏବେ ସେ ବଲିଉଡ୍ ଇଣ୍ଡଷ୍ଟ୍ରିର ଜଣେ ମୋଷ୍ଟ ସକସେସ୍‌ଫୁଲ ସିଙ୍ଗର ତାଲିକାରେ ରହିଛନ୍ତି । ଏବେ ନେହାଙ୍କ ନାମ ଫୋର୍ବସର ୧୦୦ ଜଣ ସେଲିବ୍ରିଟିଙ୍କ ନାଁ ମଧ୍ୟରେ ସାମିଲ ହୋଇଯାଇଛି । ଏଥିରେ ସେ ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ଓ କିଙ୍ଗ ଖାନ୍ ଶାହାରୁଖଙ୍କୁ ଏକ ପ୍ରକାର ଟକ୍କର ଦେଇଛନ୍ତି ବୋଲି କୁହାଯାଉଛି । ଫୋର୍ବସ ମାଗାଜିନ ନିକଟରେ ସୋସିଆଲ ମିଡିଆରେ ଆକ୍ଟିଭ ରହି ଲୋକଙ୍କୁ ପ୍ରେରଣା ଦେଉଥିବା ସେଲିବ୍ରିଟିଙ୍କର ଏକ ତାଲିକା ପ୍ରକାଶ କରିଥିଲା । ଏସିଆ ପାସିଫିକ ସିଜନ ପାଇଁ ଟପ୍ ମୋଷ୍ଟ ସେଲିବ୍ରିଟିଙ୍କ ଏହି ତାଲିକାରେ ନେହା କକ୍କଡଙ୍କ ନାଁ ରହିଛି । ନିଜେ ନେହା ତାଙ୍କ ଇନଷ୍ଟାଗ୍ରାମରେ ଏହି ସୂଚନା ଦେବା ସହ ଖୁସି ବ୍ୟକ୍ତ କରିଛନ୍ତି । ସବୁଠାରୁ ବଡ କଥା ହେଲା ଏହି ତାଲିକାରେ ୧୨ ଜଣ ଭାରତୀୟଙ୍କ ନାଁ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?