ଅକ୍ଟୋବରରେ ବିବାହ କରିବେ ନେହା!

ମୁମ୍ବାଇ: ବଲିଉଡ୍ ଗାୟିକା ନେହା କକ୍କଡଙ୍କ ବିବାହକୁ ନେଇ ଏବେ ଚାଲିଛି ଚର୍ଚ୍ଚା । ପୂର୍ବ ପ୍ରେମିକଙ୍କଠାରୁ ଅଲଗା ହେବା ପରେ ଏବେ ନେହା ପଡିଛନ୍ତି ଗାୟକ ରୋହନପ୍ରୀତ ସିଂଙ୍କ ପ୍ରେମରେ । କିଛିଦିନ ତଳେ ନେହା ଏହାକୁ ନେଇ ଇନ୍‌ଷ୍ଟାଗ୍ରାମରେ ତାଙ୍କ ପ୍ରଶଂସକଙ୍କୁ ଜଣାଇବା ପର ଉଭୟଙ୍କ ରୋକା ସେରିମନିର ଫଟୋ ମଧ୍ୟ ଦେଖିବାକୁ ମିଳିଥିଲା । ହେଲେ ଏମାନେ କେବେ ବିବାହ କରିବେ ତାହ ସ୍ପଷ୍ଟ ହୋଇ ନ ଥିଲା । ଏବେ ଶୁଣିକାବୁ ମିଳିଛି ଦିଲ୍ଲୀରେ ଅକ୍ଟୋବର ୨୪ରେ କୁଆଡେ ନେହା ହାତକୁ ଦିହାତ ହେବେ । ଏ ନେଇ ଉଭୟଙ୍କ ପରିବାର ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ । ପଞ୍ଜାବର ବୋହୂ ହେବାକୁ ଯାଉଥିବା ନେହା ନିକଟରେ ରୋହନପ୍ରୀତଙ୍କ ସହ ଫଟୋ ଶେୟାର କରି ଲେଖିଥିଲେ, ୟୁ ଆର୍ ମାଇନ୍ । ଆଉ ଏହାପରେ ରୋହନପ୍ରୀତ ମଧ୍ୟ ଏକ ଫଟୋ ଶେୟାର କରି ଏହାର ଜବାବରେ ଲେଖିଥିଲେ, ମିଟ୍ ମାଇଁ ଜିନ୍ଦେଗି । ଏଥିରୁ ସ୍ପଷ୍ଟ ହୋଇଥିଲା କି ଉଭୟ ବିବାହ କରିବାକୁ ସ୍ଥିର କରି ସାରିଛନ୍ତି । ନେହା ନିକଟରେ ରୋହନପ୍ରୀତଙ୍କ ମାତାପିତାଙ୍କ ସହ ଏକ ଫଟୋରେ ମଧ୍ୟ ନଜର ଆସିଥିଲେ । ସୂଚନାଯୋଗ୍ୟ, ରୋହନପ୍ରୀତ ୨୦୦୭ରେ ଟେଲିଭିଜନ ରିୟଲିଟି ଶୋ’ ସାରେଗାମାରେ ଦ୍ୱିତୀୟ ସ୍ଥାନ ହାସଲ କରିଥିଲା । ଏହାସହ ସେ ରାଇଜିଂ ଷ୍ଟାର-୨ରେ ମଧ୍ୟ ଭାଗ ନେଇ ସାରିଛନ୍ତି । ମିଳିଥିବା ସୂଚନାରୁ ଜଣାପଡିଛି କିଛିମାସ ତଳେ ରୋହନପ୍ରୀତ ପଟିଆଲାରେ ନେହାଙ୍କ ସହ ଗୀତ ‘ଡାଇମଣ୍ଡ ଦା ଛଲ୍ଲେ’ ର ଶୁଟିଂ ପରଠାରୁ ପରସ୍ପରର ନିକଟତର ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri