ଏହି ଗୀତରୁ ନେହା କକ୍କରଙ୍କ ପ୍ରଥମ ପ୍ରେମ ହୋଇଥିଲା ଆରମ୍ଭ

ମୁମ୍ବାଇ: ବଲିଉଡ୍‌ ଗାୟିକା ନେହା କକ୍କର ଏବଂ ହିମାଂଶ କୋହଲିଙ୍କ ମଧ୍ୟରେ ପ୍ରଥମେ ପ୍ରେମ ପରେ ବ୍ରେକ୍‌ଅପ୍‌ ହୋଇସାରିଥିବା ଖବର ପ୍ରାୟ ସମସେତେ ଜାଣିଛନ୍ତି। ଏକଥା ନେହା ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଦୁଃଖଭରା ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇଥିଲେ। ତେବେ କେବେ ଆରମ୍ଭ ହୋଇଥିଲା ତାଙ୍କ ପ୍ରଥମ ପ୍ରେମ ଜାଣିଛନ୍ତି କି? ଯଦି ନା ତେବେ ଆସନ୍ତୁ ଜାଣିବା ସେ ସମ୍ପର୍କରେ…


୨୦୧୪ରେ ନେହା କକ୍କର ଏବଂ ହିମାଂଶ କୋହଲିଙ୍କ ପ୍ରେମ କାହାଣୀ ଖୁବ୍‌ ଚର୍ଚ୍ଚା ହୋଇଥିଲା। ଫିଲ୍ମ ‘ୟାରିୟାନ’ର ଏକ ଗୀତ ‘ଆଜ୍‌ ବ୍ଲୁ ହୈ ପାନି ପାନି ଔର ଦିନ୍‌ ହୈ ସାନି ସାନି’ ସମସ୍ତଙ୍କ ହୃଦୟକୁ ଛୁଇଁଥିଲା। ବିଶେଷ କରି ଗୀତଟି ଯୁବପିଢ଼ିଙ୍କ ହୃଦୟକୁ ଚହଲାଇ ଦେଇଥିଲା। ଏହି ଗୀତଟି ହନି ସିଂ ଏବଂ ନେହା କକ୍କର ଗାଇଥିଲେ। ହିମାଂଶ ଫିଲ୍ମ ‘ୟାରିୟାନ’ରେ ମୁଖ୍ୟ ଭୂମିକାରେ ଥିଲେ। ଏହ ଫିଲ୍ମ ସହିତ ନେହା ଏବଂ ହିମାଂଶଙ୍କ ମଧ୍ୟରେ ପ୍ରଥମ ପ୍ରେମ ଆରମ୍ଭ ହୋଇଥିଲା। ଏହା ପରେ ଉଭୟଙ୍କ ମଧ୍ୟରେ କଥାବାର୍ତ୍ତା ହୋଇଥିଲା। ଦୁହେଁ ଦୁହିଁଙ୍କୁ ଡେଟ୍‌ କରିବା ଆରମ୍ଭ କରିଥିଲେ। କିନ୍ତୁ ଦୁଇଜଣ ଯାକ ନିଜ ସମ୍ପର୍କକୁ ଗଣମାଧ୍ୟମ ନିକଟରେ ଲୁଚାଇ ରଖିଥିଲେ।

ମାତ୍ର ରିୟାଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୦’ରେ ଉଭୟ ନେହା ଏବଂ ହିମାଂଶ ଏହି ସମ୍ପର୍କକୁ ସ୍ବୀକାର କରିଥିଲେ। ୪ ବର୍ଷ ଧଣି ସେମାନଙ୍କ ସମ୍ପର୍କ ରହିଥିଲା। ବର୍ତ୍ତମାନ ଦୁହିଁଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବ୍ରେକଅପ୍‌ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri