ବିବାହ ପରେ ରୋମାଣ୍ଟିକ୍‌ ଫଟୋ ଶେୟାର କଲେ ନେହା କକ୍କର

ମୁମ୍ବାଇ: ବଲିଉଡ୍‌ ଗାୟିକା ନେହା କକ୍କର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଗତ ୨୪ ତାରିଖରେ ସେ ଦିଲ୍ଲୀର ଏକ ଗୁରୁଦ୍ୱାରରେ ପଞ୍ଜାବୀ ଗାୟକ ରୋହନପ୍ରୀତ୍‌ ସିଂଙ୍କୁ ବିବାହ କରିଛନ୍ତି। ବିବାହ ପରେ ନେହା ଏବେ ସୋସିଆଲ ମିଡିଆରେ କିଛି ରୋମାଣ୍ଟିକ୍‌ ଫଟୋ ଶେୟାର କରିଛନ୍ତି। ଯାହାକୁ ପ୍ରଶଂସକମାନେ ବେଶ୍‌ ପସନ୍ଦ କରିଛନ୍ତି। ପ୍ରତ୍ୟେକ ଫଟୋରେ ନେହା ଏବଂ ରୋହନ ପରସ୍ପର ପ୍ରେମରେ ହଜିଯାଇଥିବାର ନଜର ଆସିଛନ୍ତି। ଏହି ସମୟରେ, ନେହୁପ୍ରୀତ୍‌ଙ୍କ କିଛି ଫଟୋ ଦେଖିବାକୁ ମିଳିଛି, ଯାହାକୁ ଉଭୟଙ୍କ ସବୁଠାରୁ ରୋମାଣ୍ଟିକ ଫଟୋ କୁହାଯାଉଛି।

ନେହା ହଳଦୀ ଲଗାଇବା ଠାରୁ ଆରମ୍ଭ କରି ମେହେନ୍ଦୀ ଏବଂ ବିବାହ ପର୍ଯ୍ୟନ୍ତ ଫଟୋ ଶେୟାର କରିଥିଲେ। ଏବେ ନେହା ଆଉ ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ସେ ରୋହନଙ୍କୁ ଚୁମ୍ବନ ଦେଉଛନ୍ତି। ଏହି ଦୃଶ୍ୟ ସମସ୍ତଙ୍କୁ ଛୁଇଁଯାଇଛି। ନେହା ଏକ ଗୋଲାପୀ ରଙ୍ଗର ଲେହେଙ୍ଗା ପିନ୍ଧିଥିବା ବେଳେ ରୋହନ ଧଳା ରଙ୍ଗର ଶୁଟ୍‌ ପିନ୍ଧିଛନ୍ତି। ମୁଣ୍ଡରେ ଲାଲ୍‌ ରଙ୍ଗର ପଗଡ଼ି ବାନ୍ଧିଥିବା ନଜର ଆସିଛନ୍ତି। ଫଟୋଗୁଡ଼ିକୁ ପ୍ରଶଂସକମାନେ ପସନ୍ଦ କରିବା ସହ ଉଭୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମରେ ଆକ୍ସନ ସିନ୍‌ରେ ସୋନୁଙ୍କ ଉପରେ ହାତ ଉଠାଇବାକୁ ମନାକଲେ ଏହି ସୁପରଷ୍ଟାର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ ଅଭିନେତା ସୋନୁ ସୁଦ ଲକ୍‌ଡାଉନ୍‌ ସମୟରେ ପ୍ରବାସୀ ଶ୍ରମିକ ଏବଂ ଅସହାୟଙ୍କୁ ସାହାଯ୍ୟ କରି ଚର୍ଚ୍ଚାକୁ ଆସିଥିଲେ। ଏହି ସମୟରେ ସେ ହଜାର ହଜାର...

ଏଥର ରୋମ୍‌ରେ ଜନ୍ମଦିନ ପାଳିବେ ନୀଳ ନୟନା

ମୁମ୍ବାଇ: ବଲିଉଡ୍‌ର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏଥର ତାଙ୍କର ୪୬ ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ନଭେମ୍ବର ୧ରେ ତାଙ୍କ ଜନ୍ମଦିନ...

ପୁଣି ଆରମ୍ଭ ହେବ ଲାଇଟ୍‌, କ୍ୟାମେରା, ଆକ୍ସନ: ପ୍ରଥମ ଶୁଟିଂ ତାଲିକାରେ ଏହିସବୁ ଫିଲ୍ମ

ମୁମ୍ବାଇ: ଲକ୍‌ଡାଉନ୍‌ର ଦୁଇ ମାସ ପରେ ଆରମ୍ଭ ହେବାକୁ ଯାଉଛି ଲାଇଟ୍‌, କ୍ୟାମେରା ଆକ୍ସନ୍‌। ଅର୍ଥାତ୍‌ କରୋନା ମହାମାରୀ ଯୋଗୁ ଅଟକି ରହିଥିବା ଭାରତୀୟ ଫିଲ୍ମର...

ଗୋଟିଏ ଚରିତ୍ର ପସନ୍ଦ ନୁହେଁ

ନୂଆଦିଲ୍ଲୀ : ଲୋକପ୍ରିୟ ଟେଲିଭିଜନ ଶୋ’ ‘ଜିତ୍‌’, ଗନ୍ସ ଆଣ୍ଡ୍‌ ରୋଜେସ୍‌’ରେ ଅଭିନୟ କରିଥିବା ଅଭିନେତ୍ରୀ ନୀରୁ ବାଜଓ୍ବା ଗୋଟିଏ ଚରିତ୍ରରେ ଅଭିନୟ କରିବା ମୋର...

ରାପର ରଫ୍‌ତାରଙ୍କୁ କରୋନା, ପ୍ରଂଶସକଙ୍କ ଉଦ୍ଦେଶ୍ୟରେ କହିଲେ ଏମିତି

ମୁମ୍ବାଇ: ବଲିଉଡ୍‌ ରାପର ତଥା ସଙ୍ଗୀତ ନିର୍ଦ୍ଦେଶକ ରଫ୍‌ତାର କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଥିବା ସେ ନିଜେ ସୋସିଆଲ ମିଡିଆରେ...

ଏହି ପ୍ରସିଦ୍ଧ ଅଭିନେତ୍ରୀ ସିଗାରେଟ୍‌ ଟାଣୁଥିବା ଫଟୋ ଭାଇରାଲ

ସାଉଥ ଇଣ୍ଡଷ୍ଟ୍ରି ହେଉ କି ବଲିଉଡ ଚମତ୍କାର ଅଭିନୟ ପ୍ରଦର୍ଶନ କରି ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି ଅଭିନେତ୍ରୀ କାଜଲ ଅଗ୍ରୱାଲ। କାଜଲ...

ବିନା ଅନୁମତିରେ ବିଜ୍ଞାପନରେ ଅଭିନେତ୍ରୀଙ୍କ ଫଟୋ ଦେଇ କ୍ଷମା ମାଗିଲା ଫ୍ୟାଶନ କମ୍ପାନୀ

ମୁମ୍ବାଇ: ‘ଶୁଭମଙ୍ଗଳ ଜ୍ୟାଦା ସାବ୍‌ଧାନ’ର ଅଭିନେତ୍ରୀ ମାନଭି ଗାଗାରୁଙ୍କୁ ଏକ ଫ୍ୟାଶନ ବ୍ରାଣ୍ଡ କମ୍ପାନୀ କ୍ଷମା ମାଗିଛି। ମାନ୍‌ଭିଙ୍କ ବିନା ଅନୁମତିରେ ଏକ କମ୍ପାନୀ ବିଜ୍ଞାପନ...

ବଲିଉଡ୍‌ରେ ୯ ବର୍ଷ ପୂରଣ କଲେ ସୋନାକ୍ଷୀ

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ କୁଇନ୍‌ ସୋନାକ୍ଷୀ ସିହ୍ନା ଅଭିନୟ ଦୁନିଆରେ ପ୍ରବେଶ କରିବାର ୯ ବର୍ଷ ପୂରଣ କରିଛନ୍ତି। ୨୦୧୦ରେ ସେ ପ୍ରଥମ କରି ‘ଦବଙ୍ଗ’...

Play 250+ Trending Games
Archives

Model This Week

Why Dharitri