Posted inଜାତୀୟ

ନେହେରୁ ସଂଗ୍ରହାଳୟର ନାମ ପରିବର୍ତ୍ତନକୁ ନେଇ ମୋଦିଙ୍କର ପ୍ରଶଂସା କଲେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପୁଅ

ନୂଆଦିଲ୍ଲୀ,୧୭।୬: ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ରାଜ୍ୟ ସଭା ଏମପି ନିରଜ ଶେଖର ନେହେରୁ ସଂଗ୍ରହାଳୟର ନାମ ପରିବର୍ତ୍ତନ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଖୁବ ପ୍ରଶଂସା କରିଛନ୍ତି। ଅନ୍ୟପଟେ ସେ କଂଗ୍ରେସକୁ ବଂଶବାଦୀ କହିବା ସହ ଏହାକୁ ଟାର୍ଗେଟ କରିଛନ୍ତି। ନିରଜ ଶେଖର ଟାର୍ଗେଟ କରି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ଟୁଇଟକୁ ଶେୟାର କରିଛନ୍ତି।
ଶୁକ୍ରବାର ଦିଲ୍ଲୀର ତିନମୁର୍ତ୍ତି ଭବନ ପରିସର ସ୍ଥିତ ନେହେରୁ ସ୍ମାରକ ସଂଗ୍ରହାଳୟ ଓ ପୁସ୍ତକାଳୟ ସୋସାଇଟିର ନାମ ପରିବର୍ତ୍ତନ କରି ‘ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଓ ପୁସ୍ତକାଳୟ ସୋସାଇଟି’ କରି ଦିଆଯାଇଛି। ସରକାରଙ୍କ ଏହି ପଦକ୍ଷେପକୁ କଂଗ୍ରେସ ଆଲୋଚନା କରୁଛି। କଂଗ୍ରେସକୁ ଭାଜପା ନେତାଙ୍କ ପକ୍ଷରୁ ଜବାବ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri