Posted inଜାତୀୟ

‘ଜନ୍ମଦିନରେ କଂଗ୍ରେସର ପରାଜୟ ଦେଖୁଛନ୍ତି ନେହେରୁ’, ମିମ୍ସ ଭାଇରାଲ୍

ନୂଆଦିଲ୍ଲୀ,୧୪ା୧୧: ବିହାର ବିଧାନସଭା ନିର୍ବାଚନ ୨୦୨୫ର ଆଦ୍ୟ ଟ୍ରେଣ୍ଡରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ବଡ଼ ବିଜୟ ଆଡକୁ ଅଗ୍ରସର ହେବା ପରେ ସୋସିଆଲ ମିଡିଆରେ ମିମ୍ସର ବନ୍ୟା ଛୁଟିଛି। ଏହି ମିମ୍ସଗୁଡ଼ିକ ରାଜ୍ୟର ବର୍ତ୍ତମାନର ରାଜନୈତିକ ମାହୋଲକୁ ପ୍ରତିଫଳିତ କରୁଛି।

ଭୋଟ ଗଣତି ଆଗକୁ ବଢୁଥିବାବେଳେ, ଭାଜପା ନେତୃତ୍ୱାଧୀନ ଏନଡିଏ ୨୪୩ ଆସନରୁ ପ୍ରାୟ ୨୦୦ ଆସନରେ ଆଗୁଆ ରହି ଏକ ବୃହତ ବିଜୟ ଦିଗରେ ଯାଉଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ, ଆରଜେଡି ଓ କଂଗ୍ରେସ ନେତୃତ୍ୱାଧୀନ ମହାଗଠବନ୍ଧନ ପ୍ରମୁଖ ଅଞ୍ଚଳରେ ପଛୁଆ ରହି ସଂଘର୍ଷ କରୁଛି।

ବିଶେଷକରି, କଂଗ୍ରେସର ଦୁର୍ବଳ ପ୍ରଦର୍ଶନକୁ ନେଇ ସୃଷ୍ଟି ହୋଇଥିବା ମିମ୍ସ ମଧ୍ୟରୁ ଗୋଟିଏ ହେଉଛି: “ନେହେରୁ ନିଜ ଜନ୍ମଦିନରେ କଂଗ୍ରେସକୁ ଦେଖୁଛନ୍ତି”। (ନେହେରୁଙ୍କ ଜନ୍ମଦିନ ନଭେମ୍ବର ୧୪ ତାରିଖରେ ପଡୁଛି)।

ପ୍ରାରମ୍ଭିକ ଟ୍ରେଣ୍ଡଗୁଡ଼ିକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱର ସ୍ଥିରତା ଏବଂ ମହିଳା ତଥା ବିଭିନ୍ନ ଜାତିବର୍ଗର ଲୋକଙ୍କୁ ଏନଡିଏ’ର ସଫଳ ସମ୍ପର୍କ ସ୍ଥାପନାକୁ ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …

ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣା: ଇରାନ ପାଇଁ ହର୍ମୁଜରେ ଜାରି ରହିବ ଅବରୋଧ, ଜାଣନ୍ତୁ କ’ଣ ରହିଛି ସର୍ତ୍ତ

ଓ୍ବାଶିଂଟନ୍‌, ୨୨।୪: ହର୍ମୁଜ ପ୍ରଣାଳୀ ଉପରେ ଘନିଷ୍ଠ ହେଉଥିବା ସଙ୍କଟ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଇରାନ ସହିତ ଯୁଦ୍ଧବିରତି…

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି।…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

ଟ୍ରମ୍ପଙ୍କୁ କେମିତି ଅସ୍ତ୍ରବିରତି ବୃଦ୍ଧି କରିବାକୁ ବାଧ୍ୟ କରିଥିଲେ ଶେହବାଜ-ମୁନିର, ମନା କରିବା ସତ୍ତ୍ୱେ କିପରି ବଦଳିଲା ମନୋଭାବ, ଜାଣନ୍ତୁ…

ଓ୍ବାଶିଂଟନ୍‌, ୨୨।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଅବଧି ଶେଷ ହେବା ପୂର୍ବରୁ ବୃଦ୍ଧି କରିଛନ୍ତି। ସେ ବୁଧବାର ସକାଳେ ଘୋଷଣା…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri