Posted inଜାତୀୟ

୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ

ପାଟନ୍‌,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍‌ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍‌ ପେଟ୍ରୋଲ ଢାଳି ଜିଅନ୍ତା ଜାଳିଦେଇଛନ୍ତି। ଧାର ଟଙ୍କା ଫେରସ୍ତ କରିବାକୁ ପିଙ୍କିବେନ ମାସକ ପରେ ଆଉ ଦୁଇ ଦିନ ସମୟ ମାଗିବାରୁ ଅଭିଯୁକ୍ତ ଚା’ ଆଣିବା ବାହାନାରେ ଯାଇ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ଅହମ୍ମଦାବାଦ ସିଭିଲ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ମହିଳାଙ୍କର ମୃତ୍ୟୁ ଘଟିଛି। ତାଙ୍କର ଦୁଇଟି ଛୋଟ ପିଲା ଏବେ ସମ୍ପୂର୍ଣ୍ଣ ଅନାଥ ହୋଯାଇଛନ୍ତି। ଏହି ଅଗ୍ନିକାଣ୍ଡରେ ଅଭିଯୁକ୍ତ ନିଜେ ମଧ୍ୟ ଆହତ ହୋଇଛନ୍ତି। ପୀଡ଼ିତାଙ୍କ ମୃତ୍ୟୁ ପୂର୍ବର ବୟାନ ଅଧାରରେ ପୋଲିସ ହତ୍ୟା ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଛି। ଅଭିଯୁକ୍ତକୁ କଠୋର ଦଣ୍ଡ ଦେବା ସହ ଘଟଣାସ୍ଥଳରେ ଉପସ୍ଥିତ ଥିବା ଜିତୁଭାଇ ପାଞ୍ଚାଲ ନାମକ ବ୍ୟକ୍ତିଙ୍କ ସନ୍ଦେହଜନକ ଭୂମିକାର ମଧ୍ୟ ତଦନ୍ତ ପାଇଁ ମୃତକଙ୍କ ପରିବାର ଲେକେ ଦାବି କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି-ପୁଟିନଙ୍କ କାର କୂଟନୀତି: ଚାହିଁ ରହିଗଲା ସାରା ବିଶ୍ୱ

ବିଶ୍କେକ୍‌,୧ା୯: ବିଶ୍କେକ୍‌ରେ ଅନୁଷ୍ଠିତ SCO ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଦୁଇ ନେତା ବର୍ତ୍ତମାନର ବିଶ୍ୱ ପରିସ୍ଥିତି ଉପରେ…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri