Posted inରାଜ୍ୟ

ଘରେ ପଶି ମା’ ଝିଅଙ୍କୁ ହାଣିଲେ

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରାଜଧାନୀ ଚନ୍ଦ୍ରଶେଖରପୁର ଥାନା ଶୈଳେଶ୍ରୀ ବିହାର ଅଞ୍ଚଳରେ ସୋମବାର ଜଣେ ଯୁବକ ଲେଡିସ୍‌ ପୋଷାକ ପିନ୍ଧି ପଡୋଶୀଙ୍କ ଘରେ ପଶି ମା’-ଝିଅଙ୍କୁ ଛୁରା ମାଡ କରିଛନ୍ତି। ପ୍ରତିଆକ୍ରମଣରେ ଯୁବକ ଜଣକ ମଧ୍ୟ ଆହତ ହୋଇଛନ୍ତି। ଆହତ ମା’ ଝିଅ ହେଲେ ଅନନ୍ୟା ମିଶ୍ର(୩୧) ଓ ସ୍ମୀତା ମିଶ୍ର(୬୫)। ଅଭିଯୁକ୍ତ ହେଲେ ପଡୋଶୀ ପରେଶ ପଣ୍ଡା। ସମସ୍ତଙ୍କୁ ପୋଲିସ ଉଦ୍ଧାର କରି ହସ୍ପିଟାଲ ପଠାଇଛି। ଆହତ ପରେଶ କ୍ୟାପିଟାଲ ହସ୍ପିଟାଲରେ ଓ ମା-ଝିଅଙ୍କୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ପୋଲିସ ଏକ ଖେଳନା ବନ୍ଧୁକ ସହ ଛୁରୀକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ଏସିପି ପ୍ରକାଶ ଚନ୍ଦ୍ର ପାଲ କହିଛନ୍ତି, ଅଭିଯୁକ୍ତ ପରେଶ ତାଙ୍କ ପଡୋଶା ଘରେ ରହୁଥିବା ମା’ ଝିଅଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। ହେଲେ କଣ ପାଇଁ ଆକ୍ରମଣ କଲେ ତାହାର କାରଣ ଜଣାପଡିନାହିଁ। ଉଭୟଙ୍କ ମଧ୍ୟରେ କଣ ସମ୍ପର୍କ ଅଛି ତାଙ୍କ ମୋବାଇଲର ସିଡିଆର୍‌ ଯାଞ୍ଚ କଲେ ଜଣାପଡିବ। ଏହି ଘଟଣାରେ ଅଧିକ ତଦନ୍ତ ହେଲେ ରହସ୍ୟ ଉପରୁ ପରଦା ଉଠିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri