Posted inଜାତୀୟ

ପଡ଼ୋଶୀଙ୍କ ସହଯୋଗ ବୃଦ୍ଧି ଜରୁରୀ: ଡୋଭାଲ

ମାଲେ,୧୦।୩(ପି.ଟି.): ଭାରତ ମହାସାଗରୀୟ ଅଞ୍ଚଳରେ ରହୁଥିବା ଦେଶଗୁଡ଼ିକର ସୁରକ୍ଷା ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ଏହାକୁ ପ୍ରତିହତ କରିବାକୁ ହେଲେ ଉକ୍ତ ଅଞ୍ଚଳରେ ରହିଥିବା ସାମୁଦ୍ରିକ ପଡୋଶୀମାନଙ୍କ ସହ ସହଯୋଗକୁ ମଜଭୂତ କରିବା ଲାଗି ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ୍‌ ଡୋଭାଲ ବୁଧବାର ଆହ୍ବାନ ଦେଇଛନ୍ତି। ମାଳଦ୍ୱୀପରେ ୫ମ ଏନ୍‌ଏସ୍‌ଏ ସ୍ତରୀୟ କଲମ୍ବୋ ସୁରକ୍ଷା ସମ୍ମିଳନୀରେ ଯୋଗଦେଇ ଡୋଭାଲ ଏହା କହିଛନ୍ତି। ଏହି ଦୁଇଦିନିଆ ସମ୍ମିଳନୀରେ ଭାରତ, ଶ୍ରୀଲଙ୍କା, ମାଳଦ୍ୱୀପ, ମରିସସ୍‌, ବାଂଲାଦେଶ ଓ ସିଚେଲ୍ସର ଏନ୍‌ଏସ୍‌ଏ ଏବଂ ପ୍ରତିନିଧିମାନେ ଯୋଗ ଦେଇଥିଲେ। ସୁରକ୍ଷା ସହଯୋଗ ଲାଗି ଭାରତ, ଶ୍ରୀଲଙ୍କା ଓ ମାଳଦ୍ୱୀପ ମଧ୍ୟରେ ତ୍ରିପାକ୍ଷିକ ସୁରକ୍ଷା ଢାଞ୍ଚା ଭାବେ କଲମ୍ବୋ ସୁରକ୍ଷା କନ୍‌କ୍ଲେଭ୍‌ ପ୍ରତିଷ୍ଠା ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri