ପଡ଼ୋଶୀଙ୍କ କାଠ ଫାଳିଆ ମାଡ଼ରେ ଗଲା ଜୀବନ

ପୋଲସରା,୨୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ବଡପଙ୍କଳବାଡି ପଞ୍ଚାୟତରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଛି। ପଡ଼ୋଶୀଙ୍କ କାଠ ଫାଳିଆ ମାଡ଼ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ କେ.ବଣରାମଚନ୍ଦ୍ରପୁର ଗ୍ରାମର ଭଗବତ ନାୟକ(୫୫)।

ଶନିବାର କୌଣସି କଥାକୁ ନେଇ ଭଗବତ ଓ ପଡ଼ୋଶୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ରାଗିଯାଇ ପଡ଼ୋଶୀ ଏକ କାଠ ଫାଳିଆରେ ଭଗବତଙ୍କୁ ଆକ୍ରମଣ କରିଥିଲେ। ପରିବାର ଲୋକେ ଭଗବତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପୋଲସରା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ପିଏଫ୍‌ କର୍ମଚାରୀଙ୍କ ସାଧୁତା

ପୁରୀ ଅଫିସ,୧।୩: ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) କର୍ମଚାରୀ ସୁଶାନ୍ତ କୁମାର ବାଗଲା ପୁରୀ ଷ୍ଟେଶନ କୋଚ୍‌ ଯାଞ୍ଚ କରୁଥିବାବେଳେ ଏକ ମୋବାଇଲ ଫୋନ୍‌ ଓ...

ନକଲି ଡାକ୍ତରଙ୍କ ନାମରେ ଆଉ ୨ ମାମଲା

ଭୁବନେଶ୍ୱର,୪।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଲୁଟିବା ସହ ଠକେଇ ମାମଲାରେ ଜେଲ ଯାଇଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର...

ନିତ୍ୟାନନ୍ଦ ଆଶ୍ରମରେ ମକର ସଂକ୍ରାନ୍ତି: ଗୀତାଯଜ୍ଞ, ପ୍ରବଚନ ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼

ବିଜେପୁର,୧୫।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ସହର ଉପକଣ୍ଠ ଗୋପଟିକ୍ରା ନିତ୍ୟାନନ୍ଦ ଆଶ୍ରମରେ ଚାଲିଥିବା ପଞ୍ଚ ଦିବସୀୟ ମକର ସଂକ୍ରାନ୍ତି ମହୋତ୍ସବର ବୁଧବାର ଅନ୍ତିମ ଦିବସରେ ଗୀତା...

ଏସ୍‌ସିବିରେ ସଫଳ ଅସ୍ତ୍ରୋପଚାର: ମହିଳାଙ୍କ ମଳଦ୍ୱାରରୁ ବାହାରିଲା ବୋତଲ ମୁହଁ

କଟକ ଅଫିସ, ୫।୬:ଚୁଲିରେ ରୋଷେଇ କରୁଥିବା ବେଳେ ଚୁଲି ଭିତରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। କୌଣସି ପ୍ରକାରେ ଚୁଲି ଭିତରେ ଏକ କାଚ ବୋତଲ ରହି...

ବାଇକ୍‌କୁ ଘୋଷାଡ଼ିନେଲା ଟ୍ରକ୍‌, ଯୁବକ ମୃତ

ଭଦ୍ରକ ଅଫିସ, ୪।୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଗୋପବନ୍ଧୁପୁର ଛକ ନିକଟରେ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ...

ଅବହେଳିତ ଅବସ୍ଥାରେ ପ୍ରାଚୀନ ମନ୍ଦିର

ଭୁବନେଶ୍ୱର,୧୫।୭(ବ୍ୟୁରୋ): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ସେବତୀପୁର-ପଶ୍ଚିମପାରି ଗ୍ରାମରେ ଅବହେଳିତ ଅବସ୍ଥାରେ ଥିବା ଏକ ପ୍ରାଚୀନ ମନ୍ଦିରର ସନ୍ଧାନ ମିଳିଛି। ରିଡିସ୍କଭର ଲଷ୍ଟ ହେରିଟେଜ...

ନୂତନ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଠାବ

ଗୋପାଳପୁୂର,୧୨।୩(ଡ଼ି.ଏନ.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ନୂତନ ଛାତ୍ରାବାସର ଏକ କୋଠରିରେ ଶନିବାର ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ମୃତକ ହେଲେ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ...

ମୃତ୍ୟୁ ପୂର୍ବରୁ ବାଣ୍ଟିଥିଲେ କେକ୍‌, ମିଠା

କୁଆଁରମୁଣ୍ଡା,୧୦।୩(ଡି.ଏନ୍‌.ଏ.): ମୃତ୍ୟୁର କିଛି ଘଣ୍ଟା ଆଗରୁ ସାଙ୍ଗସାଥୀ, ସମ୍ପର୍କୀୟଙ୍କୁ ମିଠା, କେକ୍‌, ଆଇସ୍‌କ୍ରିମ ଆଦି ବାଣ୍ଟିବା ଘଟଣା ସାଧାରଣତଃ ବିରଳ। ହେଲେ ଏଭଳି ଏକ ଘଟଣା...

Advertisement
Archives

Model This Week