୧୧ କୋଟିର ଘର, ୮୦ ଲକ୍ଷର ଦାମୀ ଗାଡ଼ି; ଅଭିନେତାଙ୍କ ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ବୟସ ବଢ଼ୁଛି ହେଲେ ଛାପ ନାହିଁ। ସେଭଳି ଜଣେ ଅଭିନେତା ହେଲେ ନିଲ୍‌ ନିତିନ ମୁକେଶ। ଶନିବାର ସେ ୪୦ ବର୍ଷର ହୋଇଛନ୍ତି। ୧୯୮୨ ଜାନୁୟାରୀ ୧୫ରେ ଜନ୍ମଗ୍ରହଣ କରିଥିଲେ ସେ। ନିଲ୍‌ ଜେଜେ ବାପା ଜଣେ ଲୋକପ୍ରିୟ ଗାୟକ ଥିଲେ। ବମ୍ବେର ଏଚ୍‌ଆର୍‌ କଲେଜରୁ ସେ ପାଠପଢ଼ା ଆରମ୍ଭ କରିଥିଲେ। ଗାୟକ ପରିବାରରୁ ଥିଲେ ହେଁ ଅଭିନୟ ପ୍ରତି ସେ ଆକର୍ଷିତ ହୋଇଥିଲେ।

ଶଶୁ କଳାକାର ଭାବେ ସେ କାମ ମଧ୍ୟ କରିଛନ୍ତି। ଏହାପରେ ୨୦୦୭ରେ ସେ ଫିଲ୍ମରେ ଡେବ୍ୟୁ କରିଥିଲେ। ‘ଜନି ଗଦ୍ଦାର’ ଫିଲ୍ମ ଲାଗି ତାଙ୍କୁ ଶ୍ରେଷ୍ଠ ନବାଗତ ଅଭିନେତା ପୁରସ୍କାର ମିଳିଥିଲା। ୨୦୦୯ରେ ସେ ‘ନ୍ୟୁୟର୍କ’ଫିଲ୍ମରେ ସେ କାମ କରିଥିଲେ। ପରେ ସେ ତାମିଲ ସିନେମା ‘କତ୍ଥି’, ‘ପ୍ରେମ ରତନ ଧନ ପାୟୋ’,‘ଗୋଲମାଲ ଏଗେନ’, ‘ସାହୋ’ ଭଳି ଫିଲ୍ମରେ କାମ କରିଛନ୍ତି।

ବ୍ୟକ୍ତିଗତ ଜୀବନ ଦେଖିଲେ ବିଳାସପୂର୍ଣ୍ଣ ଜୀବନଯାପନ କରିଥାନ୍ତି ଏହି ଅଭିନେତା। ୧୧.୩ କୋଟି ଟଙ୍କାର ବଙ୍ଗଳାରେ ସେ ରୁହନ୍ତି। ଏହାଛଡ଼ା ତାଙ୍କ ପାଖରେ ୮୦ ଲକ୍ଷରୁ ଆରମ୍ଭ କରି ଅନେକ ଦାମୀ ଗାଡ଼ି ରହିଛି। ନିଲଙ୍କ ମୋଟ ସମ୍ପତ୍ତି ୬ ମିଲିୟନ ଡଲାର। ସେ ଫିଲ୍ମ, ବିଜ୍ଞାପନ, ବ୍ୟବସାୟରୁ ରୋଜଗାର କରିଥାନ୍ତି। ଫିଲ୍ମ ପିଛା ସେ ୨-୩ କୋଟି ଟଙ୍କା ପାଉଣା ନେଇଥାନ୍ତି। ୨୦୧୭ରେ ନିଲ ରୁକ୍ମଣୀ ସହାୟଙ୍କୁ ବିବାହ କରିଥିଲେ। ୨୦୧୮ରେ ସେ ବାପା ହୋଇଥିବା ନେଇ ପ୍ରଶଂସକଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri