ନେପାଳୀ ନୁଡଲରୁ ହୋଇଯାଆନ୍ତୁ ସତର୍କ, ଚିନ୍ତା ପ୍ରକାଶ କଲେ ଡାକ୍ତର

ନୂଆଦିଲ୍ଲୀ,୩୧।୧୨: କ’ଣ ଆପଣ ନେପାଳ ନୁଡଲର ସୌକିନ ଅଟନ୍ତି? ତେବେ ସତର୍କ ହୋଇଯାଆନ୍ତୁ। ଏହି ନୁଡଲ ସ୍ବାସ୍ଥ୍ୟ ପ୍ରତି କ୍ଷତିକାରକ ପ୍ରମାଣିତ ହୋଇଛି। ଏହି ନୁଡଲରେ ଅପମିଶ୍ରଣ ଚିହ୍ନଟ ହେବା ପରେ ପାଟନା ଉଚ୍ଚ ନ୍ୟାୟଳୟ ଏକ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।
ନେପାଳରେ ପ୍ରସ୍ତୁତ ହେଉଥିବା ଏହି ନୁଡଲର ବଡ ବଜାର ଭାରତରେ ରହିଛି। ଭାରତରେ ଏହି ନୁଡଲର ଚାହିଦା ଅଧିକ । ସୀମାନ୍ତ ଜନପଦରେ ଏହି ନୁଡଲ ଖୁବ୍‌ ବିକ୍ରି ହୋଇଥାଏ। ତେବେ ଏହି ନୁଡଲରେ କିଛି କ୍ଷତିକାରକ ମିଶ୍ରଣ ରହିଥିବାରୁ କିଛିଜଣଙ୍କର ପେଟ ସମସ୍ୟା ବାହାରି ସେମାନେ ହସ୍ପିଟାଲରେ ପହଞ୍ଚିଥିବାର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri