ଜରୁରିକାଳୀନ ବୈଠକ ଡକାଇଲେ ନେପାଳ ସରକାର

କାଠମାଣ୍ଡୁ,୧୫ା୧: ରବିବାର ନେପାଳର ପୋଖରାଠାରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବିମାନରେ ୪ କ୍ରୁ ସଦସ୍ୟଙ୍କୁ ମିଶାଇ ମୋଟ୍‌ ୭୨ ଜଣ ଯାତ୍ରୀ ଥିଲେ। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ବିମାନଟି ପୁରୁଣା ବିମାନବନ୍ଦର ଏବଂ ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣା ପରେ ନେପାଳ ସରକାର ଜରୁରିକାଳୀନ କ୍ୟାବିନେଟ୍‌ ବୈଠକ ଡାକିଛନ୍ତି। ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri