ନେପାଳ ଗୃହମନ୍ତ୍ରୀଙ୍କ ଇସ୍ତଫା: ବିକ୍ଷୋଭରେ ୨୦ ଜଣଙ୍କ ମୃତ୍ୟୁ ପରେ ନିଷ୍ପତ୍ତି

କାଠମାଣ୍ଡୁ,୮।୯: ନେପାଳର ଗୃହମନ୍ତ୍ରୀ ରମେଶ ଲେଖକ ସୋମବାର କାଠମାଣ୍ଡୁ ସମେତ ବିଭିନ୍ନ ସହରରେ ହୋଇଥିବା ବିକ୍ଷୋଭ ଯୋଗୁଁ ୧୮ ଜଣଙ୍କ ମୃତ୍ୟୁ ଘଟଣା ପରେ ନୈତିକ ଦାୟିତ୍ୱ ନେଇ ପଦତ୍ୟାଗ କରିଛନ୍ତି। କଂଗ୍ରେସ ପାର୍ଟିର ଅଧିକାରୀଙ୍କ ସହ ଏକ ବୈଠକରେ ଲେଖକ ଏହି ଜୀବନହାନିକୁ “ଅକଳ୍ପନୀୟ” ବୋଲି ବର୍ଣ୍ଣନା କରି ସରକାରଙ୍କ ଘଟଣା ନିୟନ୍ତ୍ରଣ ପ୍ରତି ତୀବ୍ର ସମାଲୋଚନା ପରେ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ।

ସୂଚନା ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ବ୍ୟାନ ଓ ଦୁର୍ନୀତି ବିରୋଧରେ ହୋଇଥିବା ଏହି ବିକ୍ଷୋଭ ତୀବ୍ର ହୋଇ ପଡ଼ିଥିଲା। ପୋଲିସ ୱାଟର କ୍ୟାନନ, ଟିୟର ଗ୍ୟାସ ଓ ରବର ବୁଲେଟ ବ୍ୟବହାର କରିଥିଲା, ଯେଉଁଥିରେ ୩୪୭ ଜଣ ଆହତ ହୋଇଥିଲେ। ଏହି ଘଟଣା ନେପାଳରେ ରାଜନୈତିକ ଅସ୍ଥିରତାକୁ ଆହୁରି ବୃଦ୍ଧି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri