ନେପାଳ ଗୃହମନ୍ତ୍ରୀଙ୍କ ଇସ୍ତଫା: ବିକ୍ଷୋଭରେ ୨୦ ଜଣଙ୍କ ମୃତ୍ୟୁ ପରେ ନିଷ୍ପତ୍ତି

କାଠମାଣ୍ଡୁ,୮।୯: ନେପାଳର ଗୃହମନ୍ତ୍ରୀ ରମେଶ ଲେଖକ ସୋମବାର କାଠମାଣ୍ଡୁ ସମେତ ବିଭିନ୍ନ ସହରରେ ହୋଇଥିବା ବିକ୍ଷୋଭ ଯୋଗୁଁ ୧୮ ଜଣଙ୍କ ମୃତ୍ୟୁ ଘଟଣା ପରେ ନୈତିକ ଦାୟିତ୍ୱ ନେଇ ପଦତ୍ୟାଗ କରିଛନ୍ତି। କଂଗ୍ରେସ ପାର୍ଟିର ଅଧିକାରୀଙ୍କ ସହ ଏକ ବୈଠକରେ ଲେଖକ ଏହି ଜୀବନହାନିକୁ “ଅକଳ୍ପନୀୟ” ବୋଲି ବର୍ଣ୍ଣନା କରି ସରକାରଙ୍କ ଘଟଣା ନିୟନ୍ତ୍ରଣ ପ୍ରତି ତୀବ୍ର ସମାଲୋଚନା ପରେ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ।

ସୂଚନା ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ବ୍ୟାନ ଓ ଦୁର୍ନୀତି ବିରୋଧରେ ହୋଇଥିବା ଏହି ବିକ୍ଷୋଭ ତୀବ୍ର ହୋଇ ପଡ଼ିଥିଲା। ପୋଲିସ ୱାଟର କ୍ୟାନନ, ଟିୟର ଗ୍ୟାସ ଓ ରବର ବୁଲେଟ ବ୍ୟବହାର କରିଥିଲା, ଯେଉଁଥିରେ ୩୪୭ ଜଣ ଆହତ ହୋଇଥିଲେ। ଏହି ଘଟଣା ନେପାଳରେ ରାଜନୈତିକ ଅସ୍ଥିରତାକୁ ଆହୁରି ବୃଦ୍ଧି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?