ଲିପୁଲେଖରେ ଭାରତର ସଡ଼କ ପ୍ରଶସ୍ତିକରଣକୁ ନେପାଳ ପକ୍ଷରୁ ବିରୋଧ…

କାଠମାଣ୍ଡୁ/ନୂଆଦିଲ୍ଲୀ, ୧୫।୧ : ଭାରତ ସରକାରଙ୍କ ପକ୍ଷରୁ ଉତ୍ତରାଖଣ୍ଡର ଲିପୁଲେଖରେ ସଡ଼କ ପ୍ରଶସ୍ତିକରଣ କାର୍ଯ୍ୟ ଜାରି ରହିଛି। ତେବେ ଏହାକୁ ନେପାଳ ପକ୍ଷରୁ ବିରୋଧ କରାଯାଇଛି। ଭାରତ ପକ୍ଷରୁ ନେପାଳ ସୀମାରେ ହସ୍ତକ୍ଷେପ କରାଯାଉଥିବା ଅଭିଯୋଗ ହୋଇଛି।

ଶାସକ ଏବଂ ବିରୋଧି ନେପାଳର ଅଖଣ୍ଡତା ଉପରେ ଜାଣିଶୁଣି ଭାରତ ହସ୍ତକ୍ଷେପ କରୁଥିବା ଅଭିଯୋଗ ଆଣିଛନ୍ତି। ତେବେ ଏଭଳି ଅଭିଯୋଗକୁ କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ଖଣ୍ଡନ କରାଯାଇଛି। ନେପାଳ ସରକାରଙ୍କୁ ଦୁଇ ଦେଶସୀମାର ସ୍ଥିତି ସମ୍ପର୍କରେ ଅବଗତ କରାଇ ଦିଆଯାଇଥିବା ଦୂତାବାସ ପକ୍ଷରୁ କୁହାଯାଇଛି।

ଦୁଇଦେଶ ମଧ୍ୟରେ ଥିବା ସୀମା ବିବାଦକୁ ଶାନ୍ତିପୂର୍ଣ୍ଣ ଭାବେ ବନ୍ଧୁତ୍ୱପୂର୍ଣ୍ଣ ପରିବେଶରେ ଦ୍ୱିପାକ୍ଷିକ ବୁଝାମଣା ଦ୍ୱାରା ସମାଧାନ କରାଯାଉଥିବାର ପ୍ରୟାସ ହେଉଥିବା ଦୂତାବାସ ପକ୍ଷରୁ କୁହାଯାଇଛି।

ଉତ୍ତରାଖଣ୍ଡରେ ଭାରତ, ଚାଇନା ଏବଂ ନେପାଳ ମଧ୍ୟରେ ଥିବା ଟ୍ରାଇଜଙ୍କଶନର ଲିପୁଲେଖ, ଲିମ୍ପୁଆଧୁରା ଏବଂ କଳାପାନି ଅଞ୍ଚଳକୁ ନେପାଳ ନିଜର ଅଂଶ ବିଶେଷ ଭାବେ ଦାବି କରୁଛି। ଏହି ଦାବିକୁ ଠିକ୍‌ ଦର୍ଶାଇବା ଲାଗି ନେପାଳ ଗତବର୍ଷ ନିଜର ନୂଆ ରାଜନୈତିକ ମ୍ୟାପ୍‌ ମଧ୍ୟ ଜାରି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri