ଆଜି ନେପାଳ ପାର୍ଲାମେଣ୍ଟ ନିର୍ବାଚନ

କାଠମାଣ୍ଡୁ,୨୦।୧୧(ପି.ଟି.): ନେପାଳ ପାର୍ଲାମେଣ୍ଟ ଏବଂ ପ୍ରାଦେଶିକ ବିଧାନସଭାଗୁଡ଼ିକ ଲାଗି ରବିବାର ଭୋଟଗ୍ରହଣ ହେବ। ଶାସକ ନେପାଳୀ କଂଗ୍ରେସ ନେତୃତ୍ୱାଧୀନ ମେଣ୍ଟ ବିଜୟୀ ହେବା ଆଶା କରାଯାଉଥିଲେ ମଧ୍ୟ ରାଜନୈତିକ ସ୍ଥିରତା ଆଣିବାରେ ବିଫଳ ହୋଇପାରେ ବୋଲି କୁହାଯାଉଛି। ୭ ପ୍ରଦେଶର ୧ କୋଟି ୭୯ ଲକ୍ଷ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଫେଡେରାଲ ପାର୍ଲାମେଣ୍ଟର ୨୭୫ ସଦସ୍ୟଙ୍କ ମଧ୍ୟରୁ ୧୬୫ ଜଣ ପ୍ରତ୍ୟକ୍ଷ ଭୋଟିଂରେ ନିର୍ବାଚିତ ହେବାକୁ ଥିବାବେଳେ ଅବଶିଷ୍ଟ ୧୧୦ ସଦସ୍ୟ ଆନୁପାତିକ ଇଲେକ୍ଟୋରାଲ ବ୍ୟବସ୍ଥାରେ ନିର୍ବାଚିତ ହୋଇଥାନ୍ତି। ସେହିପରି ପ୍ରାଦେଶିକ ବିଧାନସଭାର ୫୫୦ ସଦସ୍ୟଙ୍କ ମଧ୍ୟରୁ ୩୩୦ ପ୍ରତ୍ୟକ୍ଷ ଓ ୨୨୦ ଜଣ ଆନୁପାତିକ ପଦ୍ଧତିରେ ନିର୍ବାଚିତ ହୁଅନ୍ତି। ମତଦାନ ପରେ ଭୋଟଗଣତି ହେବାକୁ ଥିବାବେଳେ ଚୂଡ଼ାନ୍ତ ଫଳାଫଳ ପାଇଁ କିଛିଦିନ ଲାଗିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri