ବିମାନ ଦୁର୍ଘଟଣା: ୧୮ ଜଣଙ୍କ ମୃତ୍ୟୁ ସୂଚନା, ପାଇଲଟ ଗୁରୁତର

କାଠମାଣ୍ଡୁ,୨୪।୭: ନେପାଳର ରାଜଧାନୀ କାଠମାଣ୍ଡୁରେ ଉଡ଼ାଣ ସମୟରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୧୯ ଜଣ ଯାତ୍ରୀ ଥିଲେ। ତେବେ ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ଏଥିସହିତ ବିମାନର ପାଇଲଟ ଗୁରୁତର ଆହତ ହୋଇଛନ୍ତି। ସେ ଚିକିତ୍ସିତ ହେଉଛନ୍ତି। ପାଇଲଟଙ୍କ ନାମ ଶାକ୍ୟ ବୋଲି କୁହାଯାଉଛି।

କାଠମାଣ୍ଡୁ ପୋଷ୍ଟ ଅନୁଯାୟୀ, ବୁଧବାର କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଉଡାଣ ଭରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟିଆଇ ମୁଖପାତ୍ର ପ୍ରେମନାଥ ଠାକୁର କହିଛନ୍ତି ଯେ, ପୋଖରା ଅଭିମୁଖେ ଯାଉଥିବା ବିମାନରେ ବିମାନ କର୍ମଚାରୀଙ୍କ ସମେତ ୧୯ ଜଣ ଥିଲେ। ସକାଳ ପ୍ରାୟ ୧୧ଟା ସମୟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପୋଲିସ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ କରୁଛନ୍ତି। ଦୁର୍ଘଟଣା ପରେ ସମଗ୍ର ଅଞ୍ଚଳରେ ଧୂଆଁ ଛାଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri