ନେପାଳ ରାଷ୍ଟ୍ରପତି ବିଦ୍ୟା ଦେବୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି…

କାଠମାଣ୍ଡୁ,୮।୧୦ : ସ୍ବାସ୍ଥ୍ୟଗତ ସମସ୍ୟା ପରେ ନେପାଳର ରାଷ୍ଟ୍ରପତି ବିଦ୍ୟା ଦେବୀ ଭଣ୍ଡାରୀଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ କାଠମାଣ୍ଡୁର ମହାରାଜଗଞ୍ଜର ତ୍ରିଭୁବନ ୟୁନିଭରସିଟି ଟିଜିଂ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ନ୍ୟୁଜ ଏଜେନ୍ସି ଦ୍ୱାରା ଦିଆଯାଇଥିବା ସୂଚନା ଅନୁଯାୟୀ ରାଷ୍ଟ୍ରପତିଙ୍କ ସଚିବ ଭେଶ ରାଜ ଆଧିକାରୀ କହିଛନ୍ତି ଯେ ସେ କେତେକ ସ୍ବାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ବିଦ୍ୟା ଦେବୀଙ୍କଠାରେ ଫ୍ଲୁ, କାଶ ଏବଂ ଜ୍ୱର ସମସ୍ୟା ପ୍ରକାଶ ପାଇବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପକୁ ଅପମାନିତ କଲା ଏହି ମୁସଲିମ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମ୍ନାରେ ଲଜ୍ଜା କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ୟୁରୋପୀୟ ଦେଶଗୁଡ଼ିକ ଗ୍ରୀନଲ୍ୟାଣ୍ଡର ତାଙ୍କ…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri