ନେପାଳ ରାଷ୍ଟ୍ରପତିଙ୍କ ଫୁସଫୁସ ସଂକ୍ରମଣ, ଚିକିତ୍ସା ପାଇଁ ଆସୁଛନ୍ତି ଏମ୍ସ୍‌…

କାଠମାଣ୍ଡୁ,୧୯।୪ : ନେପାଳର ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ଶ୍ୱାସକ୍ରିୟାରେ ସମସ୍ୟା ଥିବା ଜଣାପଡ଼ିବା ପରେ ତାଙ୍କୁ ତୁରନ୍ତ ନେପାଳର ମହାରାଜଗଞ୍ଜର ତ୍ରିଭୁୁବନ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ତେବେ ସ୍ଥିତିରେ ସୁଧାର ଆସିବା ପରେ ତାଙ୍କୁ ଦିଲ୍ଲୀର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ଫୁସଫୁସରେ ସଂକ୍ରମଣ ଥିବା ଡାକ୍ତରମାନେ କହିଛନ୍ତି॥

ତାଙ୍କର ଶରୀରରେ ଅମ୍ଳଜାନସ୍ତର ତଳକୁ ଆସିବା ପରେ ଆମେ ତାଙ୍କୁ ଡାକ୍ତରଖାନା ନେଇଥିଲୁ ବୋଲି ମିଡିଆ ରିପୋର୍ଟରେ ରାଷ୍ଟ୍ରପତିଙ୍କ ପରାମର୍ଶଦାତା କହିଛନ୍ତି। ସେ ୧୫ ଦିନ ଧରି ଆଣ୍ଟିବାୟୋଟିକ ଗ୍ରହଣ କରୁଛନ୍ତି, କିନ୍ତୁ ତାଙ୍କ ଅବସ୍ଥାରେ ସୁଧାର ଆସିନାହିଁ। ଏହାପୂର୍ବରୁ ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପା କମଲ ଦହଲ ପ୍ରଚଣ୍ଡ ମଧ୍ୟ ଡାକ୍ତରଖାନାରେ ପହଞ୍ଚି ରାଷ୍ଟ୍ରପତି ପୌଡେଲଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଏକ ମାସ ମଧ୍ୟରେ ରାଷ୍ଟ୍ରପତି ପୌଡେଲ ଦ୍ୱିତୀୟ ଥର ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏପ୍ରିଲ ଆରମ୍ଭରେ ପେଟରେ ଯନ୍ତ୍ରଣା ହେଉଥିବା କାରଣରୁ ରାଷ୍ଟ୍ରପତିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri