Posted inଜାତୀୟ

ଆଜି ଭାରତ ଆସିବେ ନେପାଳ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୫: ଆଜିଠାରୁ ଚାରି ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହଲ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟ ନେତାଙ୍କୁ ଭେଟି ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ମଜବୁତ କରିବେ।

ଡିସେମ୍ବର ୨୦୨୨ରେ କାର୍ଯ୍ୟଭାର ଗ୍ରହଣ କରିବା ପରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଦ୍ୱିପାକ୍ଷିକ ବୈଦେଶିକ ଗସ୍ତ ହେବ। ତାଙ୍କ ସହ ଏକ ଉଚ୍ଚ ସ୍ତରୀୟ ପ୍ରତିନିଧୀ ମଧ୍ୟ ଭାରତ ଆସିବେ। ଏଥି ସହିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ମଧ୍ୟ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ…

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri