ନେପାଳରେ ବି ୱାଣ୍ଟେଡ ଘୋଷିତ ହେଲେ ଅମୃତପାଲ ସିଂ

କାଠମାଣ୍ଡୁ,୨୮ ।୩: ନେପାଳ ସରକାର ପଳାତକ ଅମୃତପାଲ ସିଂଙ୍କୁ ତାଙ୍କ ସର୍ଭିଲାନ୍ସ ଲିଷ୍ଟରେ ସାମିଲ କରି ଦେଇଛନ୍ତି । ଏହାପରେ ଅମୃତପାଲ ସିଂଙ୍କୁ ନେଇ ନେପାଳରେ ହାଇ ଆଲର୍ଟ ଜାରି କରାଯାଇଛି । ସୂଚନାଯୋଗ୍ୟ, ଭାରତ ସରକାରଙ୍କ ଅପିଲ ପରେ ନେପାଳ ସରକାର ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଅନୁମାନ କରାଯାଉଛି କି ଅମୃତପାଲ ସିଂ ନେପାଳରେ ଲୁଚି ରହି ଥାଇପାରନ୍ତି । ଯାଞ୍ଚ ଏଜେନ୍ସି ଅନୁମାନ କରୁଛି କି ସେ ନେପାଳରୁ ଅନ୍ୟ ଦେଶକୁ ଲୁଚିଛପି ପଳାଇ ଯାଇପାରନ୍ତି ।
ନେପାଳର ଇମିଗ୍ରେଶନ ବିଭାଗ ଅମୃତପାଲ ସିଂଙ୍କୁ ସର୍ଭିଲାନ୍ସ ଲିଷ୍ଟରେ ପକାଇଛି । ବିଭାଗ ପକ୍ଷରୁ କୁହାଯାଇଛି କି ଭାରତୀୟ ଦୂତାବାସରୁ ଏକ ଲିଖିତ ନୋଟ ଓ ଅମୃତପାଲ ସିଂଙ୍କ ପାସପୋର୍ଟର ଏକ କପି ମିଳିଛି । ଦୂତାବାସ ଅନୁମାନ କରୁଛି କି ଅମୃତପାଲ ନେପାଳରେ ପହଞ୍ଚି ସାରିଛନ୍ତି । ଭାରତୀୟ ଦୂତାବାସ ଅମ୍ରିତପାଲ ସିଂଙ୍କୁ ସର୍ଭିଲାନ୍ସ ଲିଷ୍ଟରେ ସାମିଲ କରିବାକୁ ଅପିଲ କରିଥିଲା । ଭାରତୀୟ ଦୂତାବାସ ଅପିଲ କରିଥିଲା କି ଅମୃତପାଲ ସିଂଙ୍କୁ ଅନ୍ୟ କୌଣସି ଦେଶ ଯିବାକୁ ଅନୁମତି ଦିଆ ନ ଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri