ପ୍ରଚଣ୍ଡ ହେବେ ନେପାଳର ଆଗାମୀ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୫।୧୨: ନେପାଳରେ ଏକ ନୂତନ ସରକାର ଗଠନ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ନିକଟରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ କୌଣସି ଦଳ ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ପାଇନାହାଁନ୍ତି। ରାଷ୍ଟ୍ରପତିଙ୍କ ଆହ୍ବାନ କ୍ରମେ ବହୁ ବଡ ରାଜନୈତିକ ଦଳ ମିଳିତ ଗଠବନ୍ଧନ ବିଷୟରେ ଆଲୋଚନା କରିଛନ୍ତି। ଆଜି ଏକ ନୂତନ ସରକାର ଗଠନ କରିବାର ଶେଷ ଦିନର ଶେଷ ଦିନ ଥିଲା। ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡଙ୍କ ନେତୃତ୍ୱରେ ଦଳଗୁଡ଼ିକର ବୈଠକ ପରେ ସେ ନେପାଳର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି ନିଷ୍ପତ୍ତି ନିଆଯାଇଛି।
ସୂଚନାଯୋଗ୍ୟ,ନିର୍ବାଚନ ଫଳାଫଳରେ କୌଣସି ଦଳ ସଂଖ୍ୟାଗରିଷ୍ଠତା ହାସଲ ନ କରିବା ପରେ ନେପାଳର ରାଷ୍ଟ୍ରପତି ବିଦ୍ୟା ଦେବୀ ଭଣ୍ଡାରୀ ରବିବାର ସୁଦ୍ଧା ଏକ ନୂତନ ସରକାର ଗଠନ ପାଇଁ ନିଷ୍ପତ୍ତି ନେବାକୁ କହିଥିଲେ। ଏହା ପରେ ଶେର୍‌ ବାହାଦୂର ଦେଉବା ଏବଂ ପ୍ରଚଣ୍ଡଙ୍କ ସିପିଏନ ମାଓବାଦୀଙ୍କ ନେତୃତ୍ୱରେ ନେପାଳୀ କଂଗ୍ରେସ ଏକତ୍ର ସରକାର ଗଠନ ପାଇଁ ପ୍ରସ୍ତୁତ ହେଉଥିଲା। ତେବେ ଉଭୟ ପାର୍ଶ୍ୱରୁ କୌଣସି ନିଷ୍କର୍ଷ ବାହାରି ନ ଥିଲା। ରବିବାର ସାରେ ପ୍ରଚଣ୍ଡଙ୍କ ମାଓବାଦୀ ସେଣ୍ଟର ପାର୍ଟି ଅନ୍ୟ ୫ ଦଳ ସହ ମିଳିତ ଭାବେ ସରକାର ଗଠନ ପାଇଁ ଘୋଷଣା କରିବା ପରେ ଏହି ସସପେନ୍ସ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri