ନେପାଳ: ଶାସକ କମ୍ୟୁନିଷ୍ଟ ପାର୍ଟିରେ ବିଭାଜନ ଆଶଙ୍କା ଘନେଇଲା

କାଠମାଣ୍ଡୁ,୨।୧୧: ନେପାଳରେ ଶାସକ କମ୍ୟୁନିଷ୍ଟ ପାର୍ଟିରେ ବିଭାଜନ ଆଶଙ୍କା ଘନେଇବାରେ ଲାଗିଛି। ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଏବଂ ପାର୍ଟିର ବରିଷ୍ଠ ନେତା ପୁଷ୍ପ କମଲ ଦହଲଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଓଲି ପାର୍ଟିର ବିଭାଜନ ପାଇଁ ମାନସିକସ୍ତରରେ ପ୍ରସ୍ତୁତ ହୋଇଥିବା ଦହଲଙ୍କ ନିକଟତମ ସଦସ୍ୟଙ୍କଠାରୁ ଜଣାପଡ଼ିଛି। ଚାଇନା ରାଷ୍ଟ୍ରଦୂତ ହାଓ ୟାଙ୍କିଙ୍କ ଉଦ୍ୟମ ସତ୍ତ୍ୱେ ମଧ୍ୟ ବିବାଦର ସମାଧାନ ହୋଇ ପାରି ନାହିଁ। କେତେକ ନେତାଙ୍କ ଅନୁସାରେ ଭାରତର ‘ର’ ମୁଖ୍ୟଙ୍କ ନେପାଳ ଗସ୍ତ ପରେ ଓଲିଙ୍କ ମଧ୍ୟରେ ଏଭଳି ମନୋଭାବ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ୱସ୍ତ ହେଲେ ଇମ୍ରାନ

ଇସ୍‌ଲାମାବାଦ,୨୩।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ସେ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ପାକିସ୍ତାନର ସ୍ବାସ୍ଥ୍ୟମନ୍ତ୍ରୀ ଜଫର ମିର୍ଜା...

ସମୁଦ୍ର ତଳୁ ବି ମିଶାଇଲ ଆକ୍ରମଣ କରିପାରେ ଚାଇନା, ଟାର୍ଗେଟରେ ଆମେରିକା, ଭାରତ

ବେଜିଂ,୧ ।୮: ଚାଇନା ଲୁଚିଛପି ଦୀର୍ଘ ଓ ସ୍ୱଳ୍ପ ଦୂରଗାମୀ ପାରମ୍ପରିକ ମିଶାଇଲର ଷ୍ଟକ ବୃଦ୍ଧି କରିବାରେ ଲାଗିପଡିଛି । ଆମେରକିା ବିଶେଷଜ୍ଞଙ୍କ ଏକ ରିପୋର୍ଟ...

ହମିଦ୍‌ କାରଜାଇ-ଅନସ୍‌ ହକ୍କାନି ବୈଠକ…

ନୂଆଦିଲ୍ଲୀ,୧୮।୮: ଆଫଗାନିସ୍ତାନରେ ତାଲିବାନର ଜଣେ କମାଣ୍ଡର ତଥା ହକ୍କାନି ନେଟୱାର୍କ ଆତଙ୍କବାଦୀ ଗୋଷ୍ଠୀର ବରିଷ୍ଠ ନେତା ଅନାସ ହକାନି ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତି ହମିଦ କାରଜାଇଙ୍କୁ...

ପାକିସ୍ତାନ ମନ୍ତ୍ରୀଙ୍କ ଦାବି ଆରମ୍ଭ ହୋଇ ସାରିଛି କରୋନାର ଚତୁର୍ଥ ଲହର

ଇସ୍‌ଲାମାବାଦ,୧୦ ।୭: ସାରା ବିଶ୍ୱ ଏବେ କରୋନା ଯୁଦ୍ଧ ଲଢି ଚାଲିଥିବା ବେଳେ ପାକିସ୍ତାନର ପ୍ଲାନିଙ୍ଗ ଡେଭଲପମେଣ୍ଟ ଆଣ୍ଡ ସ୍ପେଶାଲ ଇନିସିଏଟିଭ ମନ୍ତ୍ରୀ ଅସଦ ଉମର...

ତାଲିବାନ ଆତଙ୍କବାଦୀ ଆକ୍ରମଣ: ୧୭ ମୃତ

ତଖର,୨୯।୧୨: ଆଫଗାନିସ୍ତାନର ଉତ୍ତରପୂର୍ବରେ ଥିବା ତଖର ଅଞ୍ଚଳରେ ତାଲିବାନ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଆକ୍ରମଣରେ ୧୭ ଜଣ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସ୍ଥାନୀୟ...

ପାକିସ୍ତାନ ଗୃହମନ୍ତ୍ରୀ ରାଣା ସନାଉଲ୍ଲାହଙ୍କ ବିରୋଧରେ ଆତଙ୍କବାଦ ମାମଲା

ଇସଲାମାବାଦ,୨୬ ।୮: ପାକିସ୍ତାନ ପଞ୍ଜାବ ଅଞ୍ଚଳର ପୋଲିସ ଗୁରୁବାର ପାକିସ୍ତାନର ଗୃହମନ୍ତ୍ରୀ ରାଣା ସନାଉଲ୍ଲାହଙ୍କ ବିରୋଧରେ ଆତଙ୍କବାଦ ଓ ନ୍ୟାୟପାଳିକା ତଥା ସରକାରୀ ଅଧିକାରୀଙ୍କୁ ଧମକ...

ଚନ୍ଦ୍ରୟାନ-୨କୁ ନେଇ ଭାରତକୁ କଟାକ୍ଷ କଲା ପାକିସ୍ତାନ

ଇସ୍‌ଲାମାବାଦ,୭।୯: ପାକିସ୍ତାନ ପୁଣିଥରେ ଭାରତ ପ୍ରତି ଥିବା ତା’ର ନକରାତ୍ମକ ଭାବର ପ୍ରକାଶ କରିଛି। ଭାରତର ମହତ୍ତ୍ୱାକାଂକ୍ଷୀ ଚନ୍ଦ୍ରୟାନ-୨ର ବିଫଳତା ପରେ ପାକିସ୍ତାନ ଏହାକୁ ନେଇ...

ତାଲିବାନ ଅଧିକାରୀଙ୍କୁ ହତ୍ୟା

କାବୁଲ,୯।୧୦: ଆଫଗାନିସ୍ତାନର ଫରିଆବ ପ୍ରଦେଶରେ ତାଲିବାନ ଅଧିକାରୀ ଅବଦୁଲ ରେହମାନ ମୁନାୱାରଙ୍କୁ ହତ୍ୟା କରାଯାଇଛି। ରେହମାନ ତାଙ୍କ ଘରକୁ ଯାଉଥିବା ସମୟରେ ଜଣେ ଅଜ୍ଞାତ ସଶସ୍ତ୍ର...

Advertisement
Archives

Model This Week