Posted inଜାତୀୟ

ବିହାର ଭୋଟର ତାଲିକାରେ ନେପାଳୀ, ବାଂଲାଦେଶୀ: ସେପ୍ଟେମ୍ବରରେ ଆସିବ ଚୂଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୧୩ା୭: ବିହାରରେ ଭୋଟର ତାଲିକା ସଂଶୋଧନ ପାଇଁ ଘରକୁ ଘର ଯାଞ୍ଚ ଚାଲିଥିବା ବେଳେ ନିବର୍ର୍ାଚନ କମିଶନ(ଇସି)ଙ୍କ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ବହୁସଂଖ୍ୟାରେ ବାଂଲାଦେଶୀ, ନେପାଳୀ ଏବଂ ମ୍ୟାନ୍‌ମାର ଲୋକଙ୍କୁ ଚିହ୍ନଟ କରିଛନ୍ତି। ଏନେଇ ଇସିଙ୍କ ପକ୍ଷରୁ ରବିବାର ସୂଚନା ଦିଆଯିବା ସହ ଚୂଡ଼ାନ୍ତ ଭୋଟର ତାଲିକାରେ ଏହି ବେଆଇନ ଆପ୍ରବାସୀମାନଙ୍କ ନାଁ ରହିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି।

ସେପ୍ଟେମ୍ବର ୩୦ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବାକୁ ଯାଉଛି। ଯେଉଁମାନେ ବେଆଇନ ଭାବେ ଭୋଟର ତାଲିକାରେ ରହିଛନ୍ତି, ସେମାନଙ୍କ ନାଗରିକତ୍ୱ ନିର୍ଣ୍ଣୟ ପ୍ରକ୍ରିୟା ଅଗଷ୍ଟ ୧ରୁ ଆରମ୍ଭ ହେବ। ତଳସ୍ତରରୁ ମିଳିଥିବା ରିପୋର୍ଟ ଅନୁଯାୟୀ ଘରକୁ ଘର ଯାଇ ଯାଞ୍ଚ କରୁଥିବା ବୁଥ୍‌ସ୍ତରୀୟ ଅଫିସରମାନେ ବହୁସଂଖ୍ୟାରେ ସନ୍ଦିଗ୍ଧ ବିଦେଶୀ ନାଗରିକଙ୍କ ସଂସ୍ପର୍ଶରେ ଆସିଛନ୍ତି। ଭୋଟର ତାଲିକାରୁ ଅଯୋଗ୍ୟ ଆପ୍ରବାସୀଙ୍କୁ ବାଦ୍‌ ଦେବା ପାଇଁ ନିର୍ବାଚନ କମିଶନ ଏହି ପ୍ରକ୍ରିୟାକୁ ସାରା ଦେଶରେ କାର୍ଯ୍ୟକାରୀ କରିବା ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୁଣି କଫ ସିରପ କାରବାର ଚାଲିଥିବା  ଧରାପଡ଼ିଛି। ଜିଲାର କଟାପାଲି ରାସ୍ତାରେ ନିର୍ମାଣାଧୀନ ଏକ ଘରୁ ୫ ହଜାରରୁ ଊର୍ଦ୍ଧ୍ୱ କଫ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri