‘ରାହୁଲ ଗାନ୍ଧୀ ଜଣେ ବିନମ୍ର, ସରଳ ବ୍ୟକ୍ତି’

ନୂଆଦିଲ୍ଲୀ,୫।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେପାଳ ଗସ୍ତକୁ ନେଇ ରାଜନୀତି ଥମିବାର ନାଁ ନେଉ ନାହିଁ। ଜଣେ ବନ୍ଧୁଙ୍କ ବିବାହ ଉତ୍ସବରେ ଯୋଗଦେବା ପାଇଁ ରାହୁଲ ନେପାଳ ଯାଇଥିବାବେଳେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଭିଡିଓରେ ସେ ଜଣେ ମହିଳାଙ୍କ ସହ ନାଇଟ କ୍ଲବରେ ପାର୍ଟି କରୁଥିବା ଦେଖିବାକୁ ମିଳିଥିଲା। ଏବେ ସୋସିଆଲ ମିଡିଆରେ କଂଗ୍ରେସ ନେତାଙ୍କ ଏକ ନୂଆ ଫଟୋ ସାମ୍ନାକୁ ଆସିଛି। ଏହି ଫଟୋକୁ ନେପାଳୀ ଗାୟିକା ଶେୟାର କରିଛନ୍ତି।
ନେପାଳୀ ଗାୟିକା ସରସ୍ବତୀ ଖତ୍ରି ଟୁଇଟର୍‌ରେ ରାହୁଲଙ୍କ ସହ ଏକ ଫଟୋ ଶେୟାର କରି ତାଙ୍କୁ ଭେଟିବାର ଅଭିଜ୍ଞତା ବାଣ୍ଟିଛନ୍ତି। ସେ ଲେଖିଛନ୍ତି, ସମସ୍ତ ଲୋକଙ୍କୁ ଏକାଠି କରିବା ସଙ୍ଗୀତ ପାଖରେ ଶକ୍ତି ଅଛି। ଗତକାଲି ସାରେ ଭାରତୀୟ ଏମ୍‌ପି ମାନ୍ୟବର ରାହୁଲ ଗାନ୍ଧୀ ଜୀଙ୍କ ପାଇଁ ମୁଁ କିଛି ଗୀତ ଗାଇବାର ସୌଭାଗ୍ୟ ପାଇଥିଲି। ସେ ଜଣେ ବିନମ୍ର ଓ ସରଳ ବ୍ୟକ୍ତି। ସୁମନିମା ଜୀ, ନିମା ଜୀଙ୍କୁ ଏହି ସୁଯୋଗ ପାଇଁ ଧନ୍ୟବାଦ।
ସୂଚନାଯୋଗ୍ୟ,ନିକଟରେ ରାହୁଲ ନେପାଳ ଗସ୍ତରେ ଯାଇଥିଲେ। ତାଙ୍କୁ ଏକ ନାଇଟ୍‌ କ୍ଲବରେ ଦେଖିବାକୁ ମିଳିଥିଲା। ଏହାର ଭିଡିଓ ଭାଇରାଲ ହୋଇଥିଲା। ଭାଜପା ନେତା ସୋସିଆଲ ମିଡିଆରେ ରାହୁଲଙ୍କ ଭିଡିଓ ଶେୟାର କରି ତାଙ୍କୁ କଟାକ୍ଷ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri