ପୂର୍ବତନ ମୁଖ୍ୟ ବିଚାରପତି ହୋଇ ପାରନ୍ତି ନେପାଳରେ ନୂଆ ସରକାର ମୁଖ୍ୟ

ନୂଆଦିଲ୍ଲୀ,୧୦।୮: ନେପାଳର ଯୁବ ପିଢ଼ି ଜେନ୍‌ ଜି’ର ପୂର୍ବତନ ମୁଖ୍ୟ ବିଚାରପତି ସୁଶୀଳା କାର୍କୀଙ୍କୁ ଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ନେତୃତ୍ୱ ପାଇଁ ପସନ୍ଦ କରିଛନ୍ତି। ବୁଧବାର ଏକ ଭର୍ଚ୍ଚୁଆଲ ବୈଠକରେ ୫,୦୦୦ରୁ ଅଧିକ ଲୋକ ଯୋଗ ଦେଇ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଉପରେ ଆଲୋଚନା କରିଥିଲେ।

ଏହି ବୈଠକରେ ଯୁବମାନେ ରାଜନୈତିକ ସଙ୍କଟରେ ନେପାଳର ମଧ୍ୟବର୍ତ୍ତୀ ନେତୃତ୍ୱ ପାଇଁ କାର୍କୀଙ୍କୁ ଆଦର୍ଶ ବ୍ୟକ୍ତି ଭାବେ ଚିହ୍ନିଛନ୍ତି, ଯାହା ଦେଶରେ ନୂତନ ରାଜନୈତିକ ପରିବର୍ତ୍ତନର ସୂଚନା ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Nobel Peace Prize: ଟ୍ରମ୍ପଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର? ୨୮୭ ଜଣଙ୍କ ନାମ ସର୍ଟଲିଷ୍ଟ କରୁଛି କମିଟି

ଓସଲୋ,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ପ୍ରକୃତରେ, ୨୦୨୬ ନୋବେଲ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପ ମନୋନୀତ ହୋଇପାରନ୍ତି।…

‘ମୋର ଗୋଟିଏ କଲ୍‌ରେ ୮ ମହିଳାଙ୍କ ମୃତ୍ୟୁଦଣ୍ଡ ବନ୍ଦ ହୋଇଥିଲା’ – ଇରାନକୁ ନେଇ କାହିଁକି ବଡ଼ ବଡ଼ ଦାକି କରୁଛନ୍ତି ଟ୍ରମ୍ପ? ଜାଣନ୍ତୁ…

ତେହରାନ,୧।୫: ଗୁରୁବାର, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ପରିସ୍ଥିତି ସମ୍ପର୍କରେ ଅନେକ ବଡ଼ ଦାବି କରିଥିଲେ। ସେ କହିଥିଲେ ଯେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନ ଇରାନ…

ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର,୧ା୫: ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ। ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ଏଥିସହିତ ମନ୍ତ୍ରୀ କହିଛନ୍ତି, ଆସନ୍ତାକାଲି ମାଟ୍ରିକ୍‌…

ମୋ ଜେଜେବାପା ଜଣେ ‘ଭଲ ବ୍ୟକ୍ତି’ ନୁହଁନ୍ତି..ଦୁଃଖ ବଖାଣିଲେ ଟ୍ରମ୍ପଙ୍କ ନାତୁଣୀ

ଓ୍ବାଶିଂଟନ୍‌,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାତୁଣୀ କାଇ ଟ୍ରମ୍ପ ଏକ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଜଣେ ପ୍ରମୁଖ ଏବଂ ପ୍ରଭାବଶାଳୀ…

ଆଜିଠାରୁ ପରିବର୍ତ୍ତନ ହେଲା ଦେଶରେ ଏହିସବୁ ନିୟମ: ଆପଣଙ୍କ ପକେଟ ଉପରେ କେତେ ପ୍ରଭାବ ପକାଇବ, ଜାଣନ୍ତୁ…

ନୂଆଦିଲ୍ଲୀ,୧।୫: ମେ ୧ ତାରିଖରୁ ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କାର୍ଯ୍ୟକାରୀ ହୋଇଛି। ଏଗୁଡ଼ିକ ଆପଣଙ୍କ ଘରର ରୋଷେଇ ଘର, ଯାତ୍ରା ଏବଂ ମୋବାଇଲ ଗେମିଂ ଉପରେ…

୯୯୩ ଟଙ୍କା ବଢ଼ିଲା ଗ୍ୟାସ ସିଲିଣ୍ଡର ଦର: ଆଜିଠୁ ଲାଗୁ

ନୂଆଦିଲ୍ଲୀ,୧।୫: ମେ ୧ରୁ ସାରା ଦେଶରେ ନୂତନ ଗ୍ୟାସ ସିଲିଣ୍ଡର ମୂଲ୍ୟ ଲାଗୁ ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ଦେଶର ସରକାରୀ କମ୍ପାନୀଗୁଡ଼ିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ…

ବଡ଼ ସୂଚନା, ଏହିଦିନ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ବର,୩୦।୪:  ଆସନ୍ତା ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବିଏସଇ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ…

ଆମେରିକା ଭାରତକୁ ଫେରାଇଲା ୬୫୭ ଅମୂଲ୍ୟ ବସ୍ତୁ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୪: ଯୁକ୍ତରାଷ୍ଟ୍ର ଆମେରିକା ପ୍ରାୟ ୧୪ ନିୟୁତ ଡଲାର ମୂଲ୍ୟର ୬୫୭ଟି ପ୍ରାଚୀନ ସାମଗ୍ରୀ ଭାରତକୁ ଫେରାଇ ଦେଇଛି, ଏହା କହି ଯେ ଚୋରି ହୋଇଥିବା କଳାକୃତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri