ଗୁଣିଗାରେଡି ସନ୍ଦେହ: ପୁତୁରାଙ୍କୁ ତୀର ମାରିଲେ ଦାଦା

ଦଆନ୍ଦପୁର,୨୩।୧(ଡି.ଏନ୍‌.ଏ.): ଗୁଣିଗାରେଡି ସନ୍ଦେହରେ ଦାଦାଙ୍କ ତୀରମାଡ଼ରେ ପୁତୁରା ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା କନ୍ତୋ ଗାଁରେ। ଗୁରୁତରଙ୍କୁ ତୁରନ୍ତ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ, ଗୁଣିଗାରେଡି କରୁଥିବା ସନ୍ଦେହରେ ରତ୍ନାକର ବିନ୍ଧାଣିଙ୍କୁ ତାଙ୍କ ଦାଦା ରବୀ ବିନ୍ଧାଣି ତୀରରେ ଆକ୍ରମଣ କରିଥିଲେ। ତେବେ ତୀରଟି ଛାତିରେ ନପଶି ହାତରେ ପଶିଯାଇଥିଲା। ତୁରନ୍ତ ପରିବାର ଓ ସ୍ଥାନୀୟ ଲୋକ ରତ୍ନାକରଙ୍କୁ ଆନନ୍ଦପୁର ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଅନ୍ୟପକ୍ଷରେ ଖବରପାଇ ଘଷିପୁରା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ଧକ୍କାରେ ବାଇକ୍‌ଆରୋହୀଙ୍କ ଜୀବନ ଗଲା

ଢେଙ୍କିକୋଟ,୨୯।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଲଙ୍ଗଳକଣ୍ଟି ପେଟ୍ରୋଲ ପମ୍ପ ନିକଟରେ ବୁଧବାର ରାତିରେ ଏକ ଟ୍ରକ୍‌ ଜଣେ...

ଭରତପୁର କୋଇଲା ଖଣିରେ ଦୁର୍ଘଟଣା: ୬ ଦିନ ପରେ ସିଏମ୍‌ଡିଙ୍କ ଘଟଣାସ୍ଥଳ ପରିଦର୍ଶନ

ତାଳଚେର,୨୯।୭(ନି.ପ୍ର.): ଭରତପୁର କୋଇଲା ଖଣିରେ ଦୁର୍ଘଟଣାର ୬ଦିନ ପରେ ସୋମବାର ଏମ୍‌ସିଏଲ୍‌ର ସିଏମ୍‌ଡି ବି.ଏନ୍‌. ଶୁକ୍ଳା ଭରତପୁର କୋଇଲାଖଣି ପରିଦର୍ଶନ କରିଛନ୍ତି। ପୂର୍ବାହ୍ନରେ ଶୁକ୍ଳା ଭରତପୁର...

ବରଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ: ଛେଚା ଖାଇଲେ, ଜରିମାନା ଦେଇ ଫେରିଲେ

ଖଇରା, ୧୨।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଜାରରେ ଏକ ବିବାହ ଅବସରରେ ଖାସି ମାଂସ ଖାଇବାକୁ ନେଇ ପ୍ରଥମେ ବରଯାତ୍ରୀଙ୍କ ଉନ୍ମତ୍ତକାଣ୍ଡକୁ...

କରୁଥିଲେ ଡକାୟତି ଯୋଜନା: ୬ ଜଣଙ୍କୁ ବାନ୍ଧିଲା ପୋଲିସ

  ବଲାଙ୍ଗୀର ଅଫିସ,୮ା୧୧: ବଲାଙ୍ଗୀର ସହରରେ ଦିନକୁ ଦିନ ଅପରାଧିକ ଗତିବିଧି ବୃଦ୍ଧି ପାଇବାରେ ଲାଗିଛି । ବଲାଙ୍ଗୀର ପୋଲିସକୁ ଅଭିଯୁକ୍ତମାନେ ଖୋଲାଖୋଲି ଚ୍ୟାଲେଞ୍ଜ କରୁଛନ୍ତି...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିପାରିବେ ଗର୍ଭବତୀ, ଶିଶୁ ଓ ବୃଦ୍ଧାବୃଦ୍ଧ

ଫୁଲବାଣୀ ଅଫିସ, ୧୪ା୫- ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ଲୋକମାନଙ୍କ ମଧ୍ୟରୁ ଗର୍ଭବତୀ, ପ୍ରସୂତି, ୬୦ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧ, ଦିବ୍ୟାଙ୍ଗ ଓ ୫ ବର୍ଷରୁ କମ୍‌ ଶିଶୁ...

୪୩ ୟୁନିଟ୍‌ ରକ୍ତ ସଂଗୃହୀତ

ବାହାନଗା, ୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଳକ କଲ୍ୟାଣି ପଞ୍ଚାୟତର ଗିଲିଦା ଉଚ୍ଚ ବିଦ୍ୟାଳୟ ପରିସରରେ ସରକାରଙ୍କ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର ଜିବନ ବିନ୍ଦୁ କାର୍ଯ୍ୟକ୍ରମ...

ପଡ଼ିଆ ପଡ଼ିଛି ଚାଷଜମି: ବର୍ଷା ପାଇଁ କଟଙ୍ଗପାଣି ପଞ୍ଚାୟତରେ ଇନ୍ଦ୍ରପୂଜା

ଜମନକିରା, ୨୯ା୭ (ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ କଟଙ୍ଗପାଣି ପଞ୍ଚାୟତରେ ସୋମବାର ଜଳ ବର୍ଷା ପାଇଁ ସ୍ଥାନୀୟ ଭୂତେଲ ଟୁଙ୍ଗରୀଠାରେ ୫ ଗାଁର ଗ୍ରାମବାସୀ...

ରୋଗୀ ମୃତ୍ୟୁ ନେଇ ନର୍ସିଂହୋମ୍‌ରେ ଉତ୍ତେଜନା

ଅନୁଗୋଳ ଅଫିସ, ୨୨ା୫: ଅନୁଗୋଳ ସହର ଶିମିଳିପଡ଼ା ନିକଟରେ ଥିବା ଏକ ନର୍ସିଂହୋମରେ ରୋଗୀ ମୃତ୍ୟୁକୁ ନେଇ ଶନିବାର ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା। ମୃତକଙ୍କ...

Advertisement
Archives

Model This Week