ଇନ୍ଦିରା ଗାନ୍ଧୀଙ୍କ ହତ୍ୟାକାରୀଙ୍କ ଭଣଜା ଗିରଫ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୫ା୪: ନ୍ୟୁଜିଲାଣ୍ଡର ଅକଲାଣ୍ଡରେ ଥିବା ପୋଲିସ କର୍ମଚାରୀ ଏକ ଡ୍ରଗ୍ସ ରାକେଟକୁ ଧରିବାରେ ସଫଳ ହୋଇଛି। ଏଥିରେ ବଲତେଜ ସିଂ ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଯିଏକି ସତଓ୍ବନ୍ତ ସିଂଙ୍କ ଭଣଜା। ଯିଏକି ସାଥୀ ଅଙ୍ଗରକ୍ଷୀ ବେଆନ୍ତ ସିଂଙ୍କ ସହ ଅକ୍ଟୋବର ୧୯୮୪ରେ ଭାରତର ପୂବର୍ତତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ହତ୍ୟା କରିଥିଲେ।

୧୯୮୪ ଅକ୍ଟୋବର ୩୧ରେ ଇନ୍ଦିରା ଗାନ୍ଧୀଙ୍କୁ ବେଆନ୍ତ ସିଂ ଏବଂ ସତଓ୍ବନ୍ତ ସିଂ ମିଳିତ ଭାବେ ହତ୍ୟା କରିଥିଲେ। ସେଥିମଧ୍ୟରୁ ବେଆନ୍ତଙ୍କୁ ଘଟଣାସ୍ଥଳରେ ହତ୍ୟା କରାଯାଇଥିବା ବେଳେ ସତଓ୍ବନ୍ତ ଏବଂ କେହର ସିଂଙ୍କୁ ୬ ଜାନୁୟାରୀ ୧୯୮୯ରେ ଫାଶୀ ଦିଆଯାଇଥିଲା। କେହର ସିଂ ବେଆନ୍ତଙ୍କ ସମ୍ପର୍କୀୟ ଥିଲେ। ଏହି ଘଟଣାରେ ବଲବୀର ସିଂ ମଧ୍ୟ ଜଡ଼ିତ ଥିଲେ।

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଓଡ଼ିଶାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ଇନ୍ଦିରା କହିଥିଲେ, ମୋର ରକ୍ତର ପ୍ରତ୍ୟେକ ବୁନ୍ଦା ଭାରତର ଏକତାକୁ ଦୃଢ଼ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା

ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ…

ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍‌ ବାର୍ଥ ଟ୍ୟୁରିଜମ୍‌ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ…

ଭାଜପା-ଏସ୍‌ଏଡି ମେଣ୍ଟ ଚର୍ଚ୍ଚା

ନୂଆଦିଲ୍ଲୀ,୮ା୮: ଶିରୋମଣି ଅକାଳୀ ଦଳ (ଏସ୍‌ଏଡି) ମୁଖ୍ୟ ସୁଖବୀର ସିଂ ବାଦଲ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିବାରୁ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ…

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri