ଭାରତର ସବୁଠାରୁ ଯୁବ ଆରବପତି ହେଲେ ଏହି ଯୁବକ, ୩୧ ବର୍ଷରେ ୨୧,୧୯୦ କୋଟି ସମ୍ପତ୍ତି

ମୁମ୍ବାଇ,୧।୧୦: ୩୧ ବର୍ଷୀୟ ଚେନ୍ନାଇରେ ଜନ୍ମିତ ଏଆଇ ଉଦ୍ୟୋଗୀ ଆରଭିନ୍ଦ ଶ୍ରୀନିଭାସ ଏମ୍‌୩ଏମ୍‌ ହୁରୁନ୍‌ ଇଣ୍ଡିଆ ରିଚ୍‌ ଲିଷ୍ଟ୍‌ ୨୦୨୫ରେ ଭାରତର ସବୁଠାରୁ ଯୁବ ଆରବପତି ଭାବେ ସ୍ଥାନ ପାଇଛନ୍ତି। ୨୧,୧୯୦ କୋଟି ଟଙ୍କାର ସମ୍ପତ୍ତି ସହ ପରପ୍ଲେକ୍ସିଟି ଏଆଇର ପ୍ରତିଷ୍ଠାତା ତଥା ସିଇଓ ଶ୍ରୀନିଭାସ ଜେନେରେଟିଭ୍‌ ଏଆଇ କ୍ଷେତ୍ରରେ ଏକ ପ୍ରମୁଖ ନାମ ହୋଇଛନ୍ତି।

୧୯୯୪ ଜୁନ ୭ରେ ଜନ୍ମିତ ଶ୍ରୀନିଭାସ ଆଇଆଇଟି ମାଡ୍ରାସରୁ ପାଠ ପଢ଼ିବା ସହ ରିଇନ୍‌ଫୋର୍ସମେଣ୍ଟ ଲର୍ଣ୍ଣିଂ ଶିକ୍ଷା ଦେଇଥିଲେ। ୨୦୨୧ରେ କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରୁ କମ୍ପ୍ୟୁଟର ସାଇନ୍ସରେ ପିଏଚ୍‌ଡି ଶେଷ କରିଥିଲେ। ସେ ଓପନ୍‌ଏଆଇ, ଡିପ୍‌ମାଇଣ୍ଡ ଓ ଗୁଗଲ୍‌ରେ କାମ କରି ଏଆଇ ଓ ଭିଜନ୍‌ ମଡେଲ୍‌ କ୍ଷେତ୍ରରେ ଅଭିଜ୍ଞତା ହାସଲ କରିଥିଲେ।

୨୦୨୨ରେ ସେ ପରପ୍ଲେକ୍ସିଟି ଏଆଇ ପ୍ରତିଷ୍ଠା କରିଥିଲେ, ଯାହାର ଚାଟ୍‌-ଆଧାରିତ ସର୍ଚ୍ଚ ଇଞ୍ଜିନ୍‌ ଦ୍ରୁତ ଓ ବିଶ୍ୱସନୀୟ ଉତ୍ତର ପ୍ରଦାନ କରେ। ଭାରତରେ ପରପ୍ଲେକ୍ସିଟିର ସର୍ବାଧିକ ଉପଭୋକ୍ତା ଥିବାରୁ ଶ୍ରୀନିଭାସ ବେଙ୍ଗାଲୁରୁ କିମ୍ବା ହାଇଦ୍ରାବାଦରେ ଇଞ୍ଜିନିୟରିଂ ଟିମ୍‌ ଗଠନ ଓ ଟ୍ରାଭେଲ, ଶିକ୍ଷା ତଥା ସ୍ୱାସ୍ଥ୍ୟ କ୍ଷେତ୍ରରେ ଭାଗିଦାରୀ ଉପରେ ଧ୍ୟାନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ସୁନେତ୍ରା, ପ୍ରସ୍ତାବ ଦେବ ଏନ୍‌ସିପି

ମୁମ୍ବାଇ,୩୦।୧: ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କ ପରଲୋକ ପରେ ଦଳ ମଧ୍ୟରେ କ୍ଷମତା ଲଢ଼େଇ ଆରମ୍ଭ ହୋଇଛି। ଉପମୁଖ୍ୟମନ୍ତ୍ରୀ ପଦ…

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri