ଭାରତର ସବୁଠାରୁ ଯୁବ ଆରବପତି ହେଲେ ଏହି ଯୁବକ, ୩୧ ବର୍ଷରେ ୨୧,୧୯୦ କୋଟି ସମ୍ପତ୍ତି

ମୁମ୍ବାଇ,୧।୧୦: ୩୧ ବର୍ଷୀୟ ଚେନ୍ନାଇରେ ଜନ୍ମିତ ଏଆଇ ଉଦ୍ୟୋଗୀ ଆରଭିନ୍ଦ ଶ୍ରୀନିଭାସ ଏମ୍‌୩ଏମ୍‌ ହୁରୁନ୍‌ ଇଣ୍ଡିଆ ରିଚ୍‌ ଲିଷ୍ଟ୍‌ ୨୦୨୫ରେ ଭାରତର ସବୁଠାରୁ ଯୁବ ଆରବପତି ଭାବେ ସ୍ଥାନ ପାଇଛନ୍ତି। ୨୧,୧୯୦ କୋଟି ଟଙ୍କାର ସମ୍ପତ୍ତି ସହ ପରପ୍ଲେକ୍ସିଟି ଏଆଇର ପ୍ରତିଷ୍ଠାତା ତଥା ସିଇଓ ଶ୍ରୀନିଭାସ ଜେନେରେଟିଭ୍‌ ଏଆଇ କ୍ଷେତ୍ରରେ ଏକ ପ୍ରମୁଖ ନାମ ହୋଇଛନ୍ତି।

୧୯୯୪ ଜୁନ ୭ରେ ଜନ୍ମିତ ଶ୍ରୀନିଭାସ ଆଇଆଇଟି ମାଡ୍ରାସରୁ ପାଠ ପଢ଼ିବା ସହ ରିଇନ୍‌ଫୋର୍ସମେଣ୍ଟ ଲର୍ଣ୍ଣିଂ ଶିକ୍ଷା ଦେଇଥିଲେ। ୨୦୨୧ରେ କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରୁ କମ୍ପ୍ୟୁଟର ସାଇନ୍ସରେ ପିଏଚ୍‌ଡି ଶେଷ କରିଥିଲେ। ସେ ଓପନ୍‌ଏଆଇ, ଡିପ୍‌ମାଇଣ୍ଡ ଓ ଗୁଗଲ୍‌ରେ କାମ କରି ଏଆଇ ଓ ଭିଜନ୍‌ ମଡେଲ୍‌ କ୍ଷେତ୍ରରେ ଅଭିଜ୍ଞତା ହାସଲ କରିଥିଲେ।

୨୦୨୨ରେ ସେ ପରପ୍ଲେକ୍ସିଟି ଏଆଇ ପ୍ରତିଷ୍ଠା କରିଥିଲେ, ଯାହାର ଚାଟ୍‌-ଆଧାରିତ ସର୍ଚ୍ଚ ଇଞ୍ଜିନ୍‌ ଦ୍ରୁତ ଓ ବିଶ୍ୱସନୀୟ ଉତ୍ତର ପ୍ରଦାନ କରେ। ଭାରତରେ ପରପ୍ଲେକ୍ସିଟିର ସର୍ବାଧିକ ଉପଭୋକ୍ତା ଥିବାରୁ ଶ୍ରୀନିଭାସ ବେଙ୍ଗାଲୁରୁ କିମ୍ବା ହାଇଦ୍ରାବାଦରେ ଇଞ୍ଜିନିୟରିଂ ଟିମ୍‌ ଗଠନ ଓ ଟ୍ରାଭେଲ, ଶିକ୍ଷା ତଥା ସ୍ୱାସ୍ଥ୍ୟ କ୍ଷେତ୍ରରେ ଭାଗିଦାରୀ ଉପରେ ଧ୍ୟାନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?