Posted inଜାତୀୟ

ପୁରୀ ଜଗନ୍ନାଥଙ୍କ ରଙ୍ଗ ଭଳି ନିର୍ମାଣ ହେବ ନେତାଜୀଙ୍କ ମୂର୍ତ୍ତି

ନୂୂଆଦିଲ୍ଲୀ,୨୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଘୋଷଣା କରିଥିଲେ। ଏହି ପ୍ରତିମୂର୍ତ୍ତିକୁ ପୁରୀ ପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତିର ରଙ୍ଗ ଭଳି ଜେଟ୍‌ ବ୍ଲାକ ଗ୍ରାନାଇଟରେ ନିର୍ମାଣ କରାଯିବ। ଏ ନେଇ ସୂଚନା ଦେଇଛନ୍ତି ନେତାଜୀଙ୍କ ପ୍ରତିମୂର୍ତ୍ତିର ନିର୍ମାଣ ଦାୟିତ୍ୱରେ ଥିବା ଶିଳ୍ପୀ ଅଦ୍ୱିତା ଗଡନାୟକ।

ଏହି ମୂର୍ତ୍ତିଟି ୨୮ ଫୁଟ ଲମ୍ବ ଗ୍ରାନାଇଟ ସ୍ଲାବରୁ ନିର୍ମିତ ହେବ। ମୂର୍ତ୍ତି ନିର୍ମାଣ ପାଇଁ ମୁଁ ଦେଶର ୩ଟି ସ୍ଥାନ(ମୈଶୁର, ବେଙ୍ଗାଲୁରୁ, ଏବଂ ତେଲେଙ୍ଗାନା)ରୁ ଗ୍ରାନାଇଟ ସର୍ଟଲିଷ୍ଟ କରିଛି। ସଠିକ୍‌ ସ୍ଲାବ ବାଛିବା ପାଇଁ ମୁଁ ଶୀଘ୍ର ନିଜେ ସ୍ଥାନ ପରିଦର୍ଶନ କରିବି ବୋଲି ଗଡନାୟକ କହିଛନ୍ତି। ସେ ଆହୁରି କହିଛନ୍ତି, ଏପରି ଏକ ମହାନ ବ୍ୟକ୍ତିଙ୍କର ପ୍ରତିମୂର୍ତ୍ତି ଖୋଦିତ କରିବାର ଦାୟିତ୍ୱ ମୋତେ ମିଳିଥିବାରୁ ମୁଁ ବହୁତ ଭାଗ୍ୟବାନ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପ୍ରାର୍ଥିପତ୍ର ଜାରି କଲା ଏଏପି, ବଦଳିଲା ସିସୋଡିଆଙ୍କ ଆସନ

ନୂଆଦିଲ୍ଲୀ,୯।୧୨: ଆମ ଆଦମୀ ପାର୍ଟି ସୋମବାର ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ଦ୍ୱିତୀୟ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଦଳର ନୂତନ ନେତା...

ସୋନିଆଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି, ସୋସିଆଲ ମିଡିଆରେ ଲେଖିଲେ ଏମିତି

ନୂଆଦିଲ୍ଲୀ,୯।୧୨: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ୭୮ତମ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ନେତା ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ...

ବାଂଲାଦେଶ ଗସ୍ତରେ ବୈଦେଶିକ ସଚିବ ବିକ୍ରମ ମିଶ୍ରି, ୟୁନୁସଙ୍କ ସହ ହୋଇପାରେ ସାକ୍ଷାତ୍‌

ନୂଆଦିଲ୍ଲୀ,୯।୧୨: ବାଂଲାଦେଶରେ ସରକାର ପରିବର୍ତ୍ତନ ପରେ ସେଠାରେ କୌଣସି ଉନ୍ନତି ହୋଇପାରି ନାହିଁ। ବାଂଲାଦେଶରେ ହିନ୍ଦୁ ଏବଂ ସେମାନଙ୍କ ମନ୍ଦିରକୁ କ୍ରମାଗତ ଭାବେ ଟାର୍ଗେଟ କରାଯାଉଛି।...

ଏହି ତାରିଖ ଯାଏ ମାଗଣାରେ ଅପଡେଟ୍‌ ହେବ ଅଧାରକାର୍ଡ, ବିଳମ୍ବ କଲେ ଦେବାକୁ ପଡିବ ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଲୋକଙ୍କ ପାଖରେ ଅନେକ ଡକ୍ୟୁମେଣ୍ଟ ଗୁରୁତ୍ୱପୂର୍ଣ୍ଣ ସମୟରେ ଆବଶ୍ୟକ ହୋଇଥାଏ। ସେଗୁଡ଼ିକ ମଧ୍ୟରେ ସର୍ବାଧିକ ବ୍ୟବହୃତ ଡକ୍ୟୁମେଣ୍ଟ ହେଉଛି ଆଧାର କାର୍ଡ। ଭାରତର...

ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ପରଲୋକ

ପୁଡୁଚେରୀ,୯।୧୨: କଂଗ୍ରେସର ବରିଷ୍ଠ ନେତା ତଥା ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ଅସୁସ୍ଥତା ହେତୁ ରବିବାର ସାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ...

ଡିପିଏସ୍‌ ସମେତ ୪୦ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ,୯।୧୨: ପୁଣିଥରେ ଦିଲ୍ଲୀର ପ୍ରାୟ ୪୦ ଟି ସ୍କୁଲ ଉପରେ ବୋମା ପକାଇବାକୁ ଧମକ ଦିଆଯାଇଛି। ସୋମବାର (ଡିସେମ୍ବର ୯) ସକାଳ ୭ଟାରେ, ଆର.କେ ପୁରମର...

ଜର୍ଜ ସୋରୋସ୍‌ ଫାଉଣ୍ଡେଶନ ପାଣ୍ଠି ଯୋଗାଉଥିବା ସଂଗଠନ ସହ ସୋନିଆ ସମ୍ପୃକ୍ତ: ଭାଜପା

ନୂଆଦିଲ୍ଲୀ,୯ା୧୨(ପି.ଟି.): ଜର୍ଜ ସୋରୋସ୍‌ ଫାଉଣ୍ଡେଶନ୍‌ ପାଣ୍ଠି ଯୋଗାଉଥିବା ଏକ ସଂଗଠନ ସହ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମ୍ପୃକ୍ତ ବୋଲି ଭାଜପା ରବିବାର ଅଭିଯୋଗ କରିଛି।...

କୃଷକଙ୍କ ‘ଦିଲ୍ଲୀ ଚଲୋ’ ସ୍ଥଗିତ

ଶମ୍ଭୁ,୯ା୧୨: ହରିୟାଣା ପୋଲିସ୍‌ର ଲୁହବୁହା ଗ୍ୟାସ୍‌ ପ୍ରୟୋଗ ଯୋଗୁ ଆନ୍ଦୋଳନରତ ୮ ଜଣ ଚାଷୀ ଆହତ ହେବା ପରେ ରବିବାର ଅପରାହ୍ନରେ କୃଷକ ସଂଗଠନ ‘ଦିଲ୍ଲୀ ଚଲୋ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri