Posted inଜାତୀୟ

ଭାରତକୁ ଶ୍ରେଷ୍ଠ କରିବାରେ ନେତାଜୀଙ୍କ ସ୍ବପ୍ନ ଏପର୍ଯ୍ୟନ୍ତ ପୂରଣ ହୋଇନି, ଏହାକୁ ପୂରଣ କରିବା ଆମେ: ମୋହନ ଭାଗଓ୍ବତ…

କୋଲକାତା,୨୩।୧ : ମହାନ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ବାର୍ଷିକୀ ସୋମବାର ସାରା ଦେଶରେ ପାଳନ କରାଯାଉଛି। ଏହାକୁ ପରାକ୍ରମ ଦିବସ ଭାବରେ ପାଳନ କରାଯାଉଛି। ଏହି ଅବସରରେ ପଶ୍ଚିମବଙ୍ଗରେ ବଡ଼ ଧରଣର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି କ୍ରମରେ ଆରଏସଏସ ଦ୍ୱାରା ଏକ ବଡ଼ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମ କୋଲକାତାର ସହିଦ ମିନାର ମୈଦାନରେ ସମୁହ ପ୍ରାର୍ଥନା ସହିତ ଆରମ୍ଭ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ଯୋଗ ନେଇ ଆରଏସଏସ ମୁଖ୍ୟ ମୋହନ ଭାଗଓ୍ବତ କହିଛନ୍ତି ଯେ, ମଧ୍ୟ ଆସିଥିଲେ। ନେତାଜୀ ନିଜ ଜୀବନକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ନେତାଜୀଙ୍କ ଜୀବନ ପ୍ରାୟ ବନବାସରେ ରହିବା ପରି ଥିଲା। ସେ ଜୀବନର ଅଧିକାଂଶ ସମୟ ବନବାସରେ ବିତାଇଥିଲେ। ସେ ଦେଶ ପାଇଁ ନିଜର ସବୁକିଛି ବଳିଦାନ ଦେଇଥିଲେ।

ସମଗ୍ର ବିଶ୍ୱ ଆଜି ଭାରତ ଆଡକୁ ଚାହିଁଛି। ନେତାଜୀଙ୍କ ସ୍ବପ୍ନ ଏପର୍ଯ୍ୟନ୍ତ ପୂରଣ ହୋଇନାହିଁ। ଏହାକୁ ଆମେ ପୂରଣ କରିବା। ଏଥି ପାଇଁ ଏକଜୁଟ ହେବାକୁ ପଡ଼ିବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ଆମର ପୂର୍ବପୁରୁଷଙ୍କ ଦ୍ୱାରା ପ୍ରଦର୍ଶିତ ପଥ ଅନୁସରଣ କରି ଆମେ ଏହି ଦୁନିଆରେ ଶାନ୍ତି ଏବଂ ଭାଇଚାରା ସୃଷ୍ଟି କରିପାରିବା।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri