‘ଭୁଲ୍’ ମୃତଦେହ ଫେରସ୍ତ ପରେ ଗାଜାରେ ‘ଶକ୍ତିଶାଳୀ ଆକ୍ରମଣ’ ପାଇଁ ନେତନ୍ୟାହୁଙ୍କ ନିର୍ଦ୍ଦେଶ

ଜେରୁଜେଲମ୍,୨୮।୧୦: ଗାଜାରେ ଆମେରିକା ମଧ୍ୟସ୍ଥତାରେ ହୋଇଥିବା ଅସ୍ଥାୟୀ ଅସ୍ତ୍ରବିରତି ଭଙ୍ଗ ହେବାର ଆଶଙ୍କା ଦେଖାଦେଇଛି। ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ ମଙ୍ଗଳବାର ସେନାର ମୁଖ୍ୟଙ୍କୁ ଗାଜାରେ ‘ଶକ୍ତିଶାଳୀ ଆକ୍ରମଣ’ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ନେତନ୍ୟାହୁଙ୍କ ଏହି ଘୋଷଣା ଇସ୍ରାଏଲ୍ ଏବଂ ହମାସ୍ ମଧ୍ୟରେ ଉତ୍ତେଜନା ପୁଣି ବଢ଼ାଇଛି।

ଇସ୍ରାଏଲ୍ ଅଧିକାରୀମାନେ କହିଛନ୍ତି ଯେ ଅସ୍ତ୍ରବିରତି ଚୁକ୍ତି ଅନୁଯାୟୀ ହମାସ୍ ତୁରନ୍ତ ସମସ୍ତ ଇସ୍ରାଏଲୀ ମୃତଦେହ ଫେରସ୍ତ କରିବ। କିନ୍ତୁ ହମାସ୍ ଜଣେ ବନ୍ଧକଙ୍କର ଯେଉଁ ଅବଶିଷ୍ଟାଂଶ ଫେରାଇଥିଲା, ତାହାକୁ ଇସ୍ରାଏଲ୍ ‘ଭୁଲ୍ ମୃତଦେହ’ ବୋଲି ଚିହ୍ନଟ କରିଛି। ଏହି କାର୍ଯ୍ୟକୁ ପ୍ରଧାନମନ୍ତ୍ରୀ ନେତନ୍ୟାହୁ “ଅସ୍ତ୍ରବିରତି ଚୁକ୍ତିର ସ୍ପଷ୍ଟ ଉଲ୍ଲଙ୍ଘନ” ବୋଲି କହି ନିନ୍ଦା କରିଛନ୍ତି।

ଇସ୍ରାଏଲ୍ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଦକ୍ଷିଣ ଗାଜାରେ ଇସ୍ରାଏଲୀ ସୈନିକଙ୍କ ଉପରକୁ ଗୁଳିମାଡ଼ କରାଯାଇଥିଲା। ରଏଟର୍ସ ରିପୋର୍ଟ ଅନୁସାରେ, ଇସ୍ରାଏଲୀ ସେନା ଅଧିକାରୀମାନେ ମଧ୍ୟ ହମାସ କୁ ନିର୍ଦ୍ଧାରିତ ସ୍ଥାନର ପୂର୍ବ ଦିଗରେ ଇସ୍ରାଏଲୀ ସେନା ଉପରେ ଆକ୍ରମଣ କରି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ ସର୍ଭିସ ପରୀକ୍ଷାରେ ସାତ୍ତ୍ୱିକ ସତ୍ୟକାମଙ୍କ କୃତିତ୍ୱ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri